Tag: odisha assembly

Additional Appropriation Bill: ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍

ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍‌ ଆଜି ବିଧାନସଭାରେ ପାରିତ ହୋଇଛି । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବା…

Doctor Vacancy: ଓଡ଼ିଶାରେ ଅଭାବ ଡାକ୍ତର; ଖାଲିପଡ଼ିଛି ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ

ଓଡ଼ିଶାରେ ଡାକ୍ତର ଅଭାବ। ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଅଣତାରକା ପ୍ରଶ୍ନ କେଉଁ ଜିଲାରେ କେତେ…

Odisha Assembly: ୪ ବର୍ଷରେ ନଦୀରେ ବୁଡ଼ି ଯାଇଛି ୧୭୫୦ ଜୀବନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୪ ବର୍ଷରେ ନଦୀରେ ବୁଡ଼ି ଯାଇଛି ୧୭୫୦ ଜୀବନ । କଟକରେ ସର୍ବାଧିକ ୧୭୯ ମୃତ୍ୟୁ ହୋଇଥିବା ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ବିଧାନସଭାରେ ବିଧାୟକ ବିଭୁତି ଭୂଷଣ ବଳବନ୍ତରାୟ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ…

Odisha CM Grievance: ୧୨ହଜାର ଅଭିଯୋଗ ସମାଧାନ ହୋଇଛି- ପୃଥ୍ବୀରାଜ ହରିଚନ୍ଦନ

ସିଏମ୍ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧% ସମାଧାନ ହୋଇଛି ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଜି ଗୃହରେ ଆଇନ ମନ୍ତ୍ରୀ କହିଛନ୍ତି ଦେଢ଼ ବର୍ଷରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ…

Subhadra Yojana: ସୁଭଦ୍ରାରେ ୬.୨୩ ଲକ୍ଷ ଆବେଦନ ବିଚାରାଧୀନ: ପ୍ରଭାତୀ ପରିଡା

ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ୬ ଲକ୍ଷ ୨୩ ହଜାର ୫୫୫ ହିତାଧିକାରୀଙ୍କ ଆବେଦନ ବିଚାରାଧୀନ ରହିଛି । ୧ କୋଟି ୩୭ ଲକ୍ଷ ୫୯୪୧ ଜଣ ପ୍ରଥମ କିସ୍ତି ପାଇଥିବାବେଳେ ୧ କୋଟି ୧୯ ଲକ୍ଷ ୨୭୨୪ ଜଣ…

Primary Teachers Protest: ଆଜି ବିଧାନସଭା ଆଗରେ ଗର୍ଜିଲେ ହଜାର ହଜାର ପ୍ରାଥମିକ ଶିକ୍ଷକ

ଗୋଟିଏ ପଟେ ବିଧାନସଭା ଶୀତ ଅଧିବେଶନ ଚାଲୁଥିବାବେଳେ ରାଜଧାନୀ ରାଜରାସ୍ତାରେ ଧାରଣାରେ ବସିଛନ୍ତି ହଜାର ହଜାର ସଂଖ୍ୟାରେ ଶିକ୍ଷକ । ଆଜି ବିଧାନସଭା ଆଗରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ହଜାର ହଜାର ସଂଖ୍ୟାରେ ପ୍ରାଥମିକ ଶିକ୍ଷକ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

Odisha Assembly: ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଗୃହ ବିଭାଗର ଅତିରିକ୍ତ ଅନୁଦାନ ଦାବି ଆଲୋଚନା ଅବସରରେ ଓଡ଼ିଶା ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ବନ୍ଧରେ ନିଜର ମତ ଉପସ୍ଥାପନ କରିଛନ୍ତି । ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ…

Mahanadi Water Dispute: ମହାନଦୀ ଜଳ ବିବାଦ: ଆସନ୍ତାକାଲି ଅନୁଷ୍ଠିତ ହେବ ଓଡ଼ିଶା-ଛତିଶଗଡ଼ର ଯୁଗ୍ମ ବୈଷୟିକ କମିଟି ବୈଠକ

ମହାନଦୀ ଜଳ ବିବାଦ ମାମଲାରେ ଆସନ୍ତାକାଲି ବସିବ ବଡ଼ ବୈଠକ । ଓଡ଼ିଶା-ଛତିଶଗଡ଼ର ଯୁଗ୍ମ ବୈଷୟିକ କମିଟି ବୈଠକ ଅନୁଷ୍ଠିତ ହେବ । ଆସନ୍ତା ୨୦ ତାରିଖରେ ରହିଛି ଟ୍ରିବୁନାଲରେ ଶୁଣାଣି । ଏ ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ…

Pending Electricity Bills: ରାଜ୍ୟରେ ବାକି ପଡ଼ିଛି ପ୍ରାୟ ୭ ହଜାର କୋଟି ଟଙ୍କାର ବିଦ୍ୟୁତ୍ ବିଲ୍

ରାଜ୍ୟରେ ବିଦ୍ୟୁତ୍ ବିଲ୍ ବାକି ପଡ଼ିଛି ପ୍ରାୟ ୭ ହଜାର କୋଟି ଟଙ୍କା । ଏ ନେଇ ଆଜି ରାମଚନ୍ଦ୍ର କାଡ଼ାମ୍‌ଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଆଜି ଗୃହରେ ରାମଚନ୍ଦ୍ର କାଡ଼ାମ୍‌ ପ୍ରଶ୍ନ କରିଥିଲେ ଯେ…

River Pollution: ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ

ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ସେ କହିଛନ୍ତି ବିଭାଗ ପକ୍ଷରୁ ନଦୀ ଜଳକୁ ୩ ମାସରେ ଥରେ…