Tag: Odisha Bandh

Odisha Online Drivers’ Forum Stages Protest: ଅନଲାଇନ୍ ଟ୍ୟାକ୍ସି କମ୍ପାନୀଗୁଡ଼ିକ ବିରୋଧରେ ଆନ୍ଦୋଳନ; ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ବନ୍ଦ ଡାକରା

ଆଜି ରାଜଧାନୀରେ ଓଡିଶା ଅନଲାଇନ୍ ଚାଳକ ମିଳିତ ମଞ୍ଚର ଶାନ୍ତିପୂର୍ଣ୍ଣ ଆନ୍ଦୋଳନ। ଅନଲାଇନ୍ ଟ୍ୟାକ୍ସି ସଂସ୍ଥା ବିରୋଧରେ ଓଡ଼ିଶା ବନ୍ଦ ଡାକରା ଦେଇଛି ସଂଘ। ଅନଲାଇନ୍ ଟ୍ୟାକ୍ସି କମ୍ପାନୀଗୁଡ଼ିକ ଉପରେ କୋଡ଼ା ନିୟମ ପ୍ରଣୟନ ଏବଂ ଚାଳକମାନଙ୍କୁ ଉଚିତ୍ ନ୍ୟାୟ ଦାବି…

Odisha Bandh: ଶେଷ ହେଲା ନବ ନିର୍ମାଣ କୃଷକ ସଂଗଠନ ଦ୍ୱାରା ଦିଆଯାଇଥିବା ଆଠ ଘଣ୍ଟିଆ ବନ୍ଦ ଡାକରା

ନବ ନିର୍ମାଣ କୃଷକ ସଂଗଠନ ଦ୍ୱାରା ଦିଆଯାଇଥିବା ଆଠ ଘଣ୍ଟିଆ ବନ୍ଦ ଡାକରା ଶେଷ ହୋଇଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଅପରାହ୍ନ ୨ଟା ଯାଏ ଚାଲିଥିଲା । ରାଜ୍ୟରେ କେତେ ସ୍ଥାନରେ ବନ୍ଦର ପ୍ରଭାବ ପଡ଼ିଥିବାବେଳେ…

Odisha Bandh Today: ଆଜି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ପାଳନ

ଆଜି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ପାଳନ । ସକାଳ ୬ରୁ ଦିନ ୨ଟା ଯାଏଁ ୮ ଘଣ୍ଟିଆ ବନ୍ଦ ପାଳନ । ଧାନକିଣାରେ ଅବ୍ୟବସ୍ଥା, ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଏବଂ ସ୍ମାର୍ଟ ମିଟରକୁ ବିରୋଧ କରି…

Odisha Bandh On January 28: ଓଡ଼ିଶା ବନ୍ଦ ଡାକରା ନେଇ ସଜାଗ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ନିର୍ଦ୍ଦେଶ

ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନ ଏବଂ ଅନ୍ୟାନ୍ୟ ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ସକାଳ ୬ରୁ ଦିନ ୨ଟା ଯାଏଁ ୮ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି…

ବିଚାର ବିଭାଗୀୟ ତଦନ୍ତ ନ ହେବା ଯାଏ ଆନ୍ଦୋଳନ ଚାଲୁ ରହିବ: ମିଳିତ ବିରୋଧୀ ଦଳ

ଆଜି ଜୁଲାଇ ୧୭, ୨୦୨୫ରେ ଓଡ଼ିଶା ବନ୍ଦକୁ ସଫଳ କରିଥିବାରୁ ରାଜ୍ୟର ଜନସାଧାରଣଙ୍କୁ କେଂଗ୍ରସ ସହିତ ଆଠଟି ବିରୋଧୀ ରାଜନୈତିକ ଦଳ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜଣାଇଛନ୍ତି। ମିଳିତ ବିରୋଧୀ ଦଳ ପକ୍ଷରୁ କୁହାଯାଇଛି ଯେ ଏହି ବନ୍ଦକୁ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ…

ରାଜଧାନୀରେ କଂଗ୍ରେସର ଗର୍ଜନ; ଲୋୟର ପି ଏମ୍ ଜି ଛକ ପାଲଟିଲା ରଣକ୍ଷେତ୍ର

ବାଲେଶ୍ୱରର ଫକୀର ମୋହନ କଲେଜ ଛାତ୍ରୀଙ୍କ ପାଇଁ ନ୍ୟାୟ ଦାବି କରି କଂଗ୍ରେସ ଆଜି ଓଡ଼ିଶାରେ ବଡ଼ ବନ୍ଦ ଡାକରା ଦେଇଛି । ତେବେ ରାଜ୍ୟରେ ବନ୍ଦ ର ପ୍ରଭାବ ଦେଖିବାକୁ ମିଳିଛି । ବିଶେଷ କରି ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ…

ଓଡ଼ିଶା ବନ୍ଦ; ହେଲ୍‌ପ ଲାଇନ ନମ୍ବର ଜାରି କଲା କମିଶନରେଟ୍ ପୋଲିସ

ଓଡ଼ିଶା ବନ୍ଦ ଯୋଗୁଁ ରାଜ୍ୟରେ ଯାତାୟାତ ବ୍ୟବସ୍ଥା ବିଶେଷ ଭାବେ ପ୍ରଭାବିତ ହୋଇଥିବାବେଳେ ସାଧାରଣ ଲୋକଙ୍କୁ ଅସୁବିଧା ଭୋଗିବାକୁ ପଡ଼ିଛି । ଲୋକଙ୍କ ସମୟକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ହେଲ୍‌ପ ଲାଇନ ନମ୍ବର ଜାରି କରିଛି । କୌଣସି ଅସୁବିଧାର…

କଂଗ୍ରେସର ଓଡିଶା ବନ୍ଦ; ଜାଣନ୍ତୁ, କେଉଁଠି କେମିତି ପ୍ରଭାବ

ବାଲେଶ୍ୱର ପୀଡିତାଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ବନ୍ଦ ପାଳନ କରାଯାଉଛି । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବନ୍ଦ ପାଳନର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ରାଜଧାନୀରେ କଂଗ୍ରେସର ବାଇକ୍ ରାଲି

ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ବିରୋଧ କରି ନ୍ୟାୟ ଦାବିରେ କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ରାଜଧାନୀରେ କଂଗ୍ରେସ କର୍ମୀମାନେ ବାଇକ ରାଲି କରିଥିବା…

ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହି ସବୁ ପେଟ୍ରୋଲ ପମ୍ପ

ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । କଂଗ୍ରେସର ଓଡ଼ିଶା ବନ୍ଦ ପାଳନକୁ ନଜରରେ ରଖି ନିଷ୍ପତ୍ତି । ଏ ନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ସେ କହିଛନ୍ତି…