ରାଜନୀତି ରାଜ୍ୟ କଂଗ୍ରେସର ଓଡିଶା ବନ୍ଦ; ଜାଣନ୍ତୁ, କେଉଁଠି କେମିତି ପ୍ରଭାବ July 17, 2025 Nirvay ବାଲେଶ୍ୱର ପୀଡିତାଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ବନ୍ଦ ପାଳନ କରାଯାଉଛି । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବନ୍ଦ ପାଳନର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ…
ରାଜନୀତି ରାଜ୍ୟ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ରାଜଧାନୀରେ କଂଗ୍ରେସର ବାଇକ୍ ରାଲି July 17, 2025 Nirvay ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ବିରୋଧ କରି ନ୍ୟାୟ ଦାବିରେ କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ରାଜଧାନୀରେ କଂଗ୍ରେସ କର୍ମୀମାନେ ବାଇକ ରାଲି କରିଥିବା…
ତାଜା ଖବର ରାଜ୍ୟ ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହି ସବୁ ପେଟ୍ରୋଲ ପମ୍ପ July 16, 2025 Papirani ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । କଂଗ୍ରେସର ଓଡ଼ିଶା ବନ୍ଦ ପାଳନକୁ ନଜରରେ ରଖି ନିଷ୍ପତ୍ତି । ଏ ନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ସେ କହିଛନ୍ତି…
ତାଜା ଖବର ରାଜ୍ୟ ୧୭ ଜୁଲାଇ ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ଆହ୍ୱାନ July 16, 2025 Papirani ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱରରେ ଆଠଟି ବିରୋଧୀ ରାଜନୈତିକ ଦଳ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଓଡ଼ିଶାର ଜନସାଧାରଣ, ସମସ୍ତ ବାମପନ୍ଥୀ ଓ ଗଣତାନ୍ତ୍ରିକ ଦଳ, ଟ୍ରେଡ୍ ୟୁନିୟନ, କୃଷକ ସଂଗଠନ, ମହିଳା, ଯୁବକ, ଛାତ୍ର ଏବଂ ସମାଜର ସମସ୍ତ…
ରାଜନୀତି ରାଜ୍ୟ ଆସନ୍ତା ୧୭ ତାରିଖରେ କଂଗ୍ରେସ ର ଓଡ଼ିଶା ବନ୍ଦ ଡାକରା July 15, 2025 Nirvay ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ । ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ…