Tag: Odisha BJP

BJP Holds Meeting on SIR: ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଏସଆଇଆରକୁ ନେଇ ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟସଭା ପର୍ଯ୍ୟବେକ୍ଷକ ଚନ୍ଦ୍ରଶେଖର ବାୱନକୁଲେ ଆଜି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକ ମାନଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ଆଲୋଚନା କରିଛନ୍ତି । ବୈଠକରେ ରାଜ୍ୟ ସଭାପତି…

BJP Hits Out At BJD: ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ନାଟକବାଜୀ କରୁଛି ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ

ଚାଷୀଙ୍କ ପ୍ରସଙ୍ଗ ଉଠାଇ ବିଜେଡି ଓଡ଼ିଶାର ଜନସାଧାରଣଙ୍କୁ ବିଭ୍ରାନ୍ତି କରିବାକୁ ଚେଷ୍ଟା କରୁଛି ବୋଲି ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ କହିଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗତ ୨୪ବର୍ଷ ଧରି ଲମ୍ବା ସମୟ ପର୍ଯ୍ୟନ୍ତ…

Rajya Sabha Elections: ରାଜ୍ୟସଭା ପ୍ରାର୍ଥୀ ନେଇ ବିଜେପି କୋର କମିଟିରେ ଆଲୋଚନା

ଭାରତୀୟ ଜନତା ପାର୍ଟିର ଓଡ଼ିଶା ଶାଖା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଉପରେ କୋର କମିଟିରେ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଏନେଇ ସାମଲ କହିଛନ୍ତି ଯେ ଦଳର…

Odisha BJP Core Committee Meeting: ଗୁରୁତ୍ୱପୂର୍ଣ୍ଣ ବୈଠକରେ ସବୁ ତୁଙ୍ଗ ନେତା; ନିଗମ ଅଡୁଆ ଖୋଲିବ କି ?

ଭାରତୀୟ ଜନତା ପାର୍ଟିର ପ୍ରାୟ ସବୁ ଶୀର୍ଷ ନେତାଙ୍କର ବୈଠକକୁ ନେଇ ଦଳ ଭିତରେ ଏବଂ ବାହାରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ବୈଠକର ଅଧ୍ଯକ୍ଷତା କରିଥିଲେ ରାଜ୍ୟ ସଭାପତି ମନମୋହନ ସାମଲ। ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Odisha BJP Morcha List: ରାଜ୍ୟ ବିଜେପିର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା

ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି । ଅଭିଳାଷ ପଣ୍ଡାଙ୍କୁ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି ଏବଂ ଡ. ଐଶ୍ୱର୍ଯ୍ୟା…

ବିଜେଡି ଓ କଂଗ୍ରେସ ପାଇଁ ‘ମହିଳା ସୁରକ୍ଷା’ ପ୍ରସଙ୍ଗ ନୁହେଁ; ବରଂ ନିଜ ରାଜନୈତିକ ସ୍ୱାର୍ଥ: ସୁକେଶୀ ଓରାମ

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ କହିଛନ୍ତି ଯେ, ଗତ କିଛି ଦିନ ଧରି ଉଭୟ କଂଗ୍ରେସ ଏବଂ ବିଜେଡି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ, ଧାରଣା, ବିକ୍ଷୋଭ, କ୍ୟାଣ୍ଡେଲ ଶୋଭାଯାତ୍ରା, ଦୀପ ଦାନ, ଲୋକସେବା ଭବନ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡିଶା ବିଜେପି ଟିମ୍‌

ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଜ୍ୟ ବିଜେପି ଟିମ୍ । ଓଡ଼ିଶା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସଂଗଠକ…

ଆସନ୍ତାକାଲିଠୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା…

ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶାକ୍ୟସିଂହ ମିଶ୍ରଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ନିମୋନିଆ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା…

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସର ମନ୍ତବ୍ୟ ଦଳର ‘ସାମନ୍ତବାଦୀ ଚିନ୍ତାଧାରା ଓ ରୁଗ୍‌ଣ ମାନସିକତା’: ମନମୋହନ ସାମଲ

ସଂସଦରେ ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଯେଉଁଭଳି ଟିପ୍ପଣୀ ଦେଇଛନ୍ତି, ତାହା ଅତ୍ୟନ୍ତ ନିନ୍ଦନୀୟ ଏବଂ ସାଢ଼େ ୪ କୋଟି ଓଡ଼ିଆଙ୍କୁ କଷ୍ଟ ଦେଇଛି । ଏକ ଦାୟିତ୍ୱ ସମ୍ପନ୍ନ…