ତାଜା ଖବର ରାଜନୀତି ରାଜ୍ୟ Odisha BJP Morcha List: ରାଜ୍ୟ ବିଜେପିର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା December 9, 2025 Nirvay ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି । ଅଭିଳାଷ ପଣ୍ଡାଙ୍କୁ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି ଏବଂ ଡ. ଐଶ୍ୱର୍ଯ୍ୟା…