ରାଜ୍ୟ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ; ମୋଟ ୪୯ ଅଧିକାରୀଙ୍କ ବଦଳି July 22, 2025 Nirvay ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଯେଉଁଥିରେ ମୋଟ ୪୯ ଜଣ ଅଧିକାରୀଙ୍କ ବଦଳି ହେବା ସହିତ କିଛି ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ବଦଳିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଚଞ୍ଚଳ ରାଣା ହୋଇଛନ୍ତି ବିଏମସିର…