Tag: Odisha cabinet

Baraputra Aitihya Gram Yojana: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ ‘ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…

Odisha Cabinet: ରାଜ୍ୟ କ୍ୟାବିନେଟରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟର ୩୦ତମ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି।…

୫ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ନ୍ୟୁ ଭୁବନେଶ୍ବର ସିଟି ପାଇଁ ମାଷ୍ଟର୍ ପ୍ଲାନ୍ ଉପରେ ବାଜିଲା ମୋହର । ବୈଠକ ପରେ ମୁଖ୍ୟ ଶାସନ ସଚିବ ସାମ୍ବାଦିକ…

ରାଜ୍ୟ କ୍ୟାବିନେଟ୍‌ରେ ୪ଟି ପ୍ରସ୍ତାବକୁ ମୋହର

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ୨୪ତମ ବୈଠକରେ ତିନିଟି ବିଭାଗର ଚାରିଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିରେ ସାଧାରଣ ପ୍ରଶାସନ…

୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ରେ ଅନୁମୋଦନ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ । ଏହି ବୈଠକରେ ୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି । କ୍ୟାବିନେଟ୍‌ ବୈଠକ ପରେ…

ରାଜ୍ୟ କ୍ୟାବିନେଟ୍‌ରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ୍‌ରେ ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଜୈବ ପ୍ରଯୁକ୍ତି ବିଜ୍ଞାନର ବିକାଶ ଯୋଜନାକୁ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି ।…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର; ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା

ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୫ ପ୍ରସ୍ତାବକୁ ମୋହର ନେଇ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି । ମନୋଜ ଆହୁଜା କହିଛନ୍ତି ଯେ, ସରକାରୀ…

ରାଜ୍ୟ କ୍ୟାବିନେଟ୍‌ ଢାଞ୍ଚା ହେଲା ପରିବର୍ତ୍ତନ; ସଚିବଙ୍କ କ୍ଷମତା ସଂକୁଚିତ

ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍‌ ଢାଞ୍ଚା । କ୍ୟାବିନେଟ୍‌ ବୈଠକରେ ସଚିବଙ୍କ କ୍ଷମତା ହେଲା ସଂକୁଚିତ । ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇଁ ହେଲା ନିଷ୍ପତ୍ତି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ…

୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ୟାବିନେଟ ବୈଠକରେରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ…

୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ

ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ, ଲୋକସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଦିନ ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ୧. ଏଣିକି ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ ରହିବ…