ତାଜା ଖବର ରାଜନୀତି ରାଜ୍ୟ Mahanadi Water Dispute: ଦିଲ୍ଲୀରେ ଓଡ଼ିଶା-ଛତିଶଗଡ଼ ବୈଠକରେ ହୋଇଥିବା ଆଲୋଚନାକୁ ସାର୍ବଜନୀନ କରିବାକୁ ବିଜେଡିର ଦାବି August 1, 2026 Nirvay ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ଼ ଅରୁଣ ସାହୁ ଓ ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସୀପାତ୍ର…