ରାଜ୍ୟ ପ୍ରକାଶ ପାଇଲା ଓଡିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା ଫଳ; ୪୭୯୯ ଉତ୍ତୀର୍ଣ୍ଣ February 7, 2025 Nirvay ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା-୨୦୨୩ ଆଜି ପ୍ରକାଶିତ ହୋଇଛି । ୧୫୭୩ ଜଣ ମହିଳାଙ୍କ ସମେତ ମୋଟ ୪୭୯୯ ଜଣ ପରୀକ୍ଷାର୍ଥୀ ମେନ୍ ପରୀକ୍ଷା ପାଇଁ କୃତକାର୍ଯ୍ୟ ହୋଇଛନ୍ତି । ସୂଚନା…