ତାଜା ଖବର ରାଜ୍ୟ Cooking Oil Use in Canteens and Hostels: ରନ୍ଧନ ତେଲ ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲକୁ ପରାମର୍ଶ August 28, 2026 Nirvay ରନ୍ଧନ ତେଲର ବ୍ୟବହାର କମାଇବା ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର କ୍ୟାଣ୍ଟିନ୍ ଓ ହଷ୍ଟେଲଗୁଡ଼ିକୁ ପରାମର୍ଶ ଦିଆଯାଇଛି । ଏନେଇ ସମସ୍ତ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…