Tag: Odisha Congress

No PUC, No Fuel Rule: ପ୍ରଦୂଷଣ ନାମରେ ସରକାର ଗୁଣ୍ଡାଗିରି କରିବା ବନ୍ଦ କରନ୍ତୁ: ଭକ୍ତ ଦାସ

ରାଜ୍ୟରେ ସାଧାରଣ ଲୋକଙ୍କଠାରୁ ବିଭ୍ରାନ୍ତିକର ପ୍ରଦୂଷଣ ଫାଇନ ଆଦାୟ ଏବଂ ସରକାର ଏହି ଜିଜିଆ କରକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବା ଦାବୀକୁ ନେଇ ପିସିସି ଗଣମାଧ୍ୟମ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପିସିସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ ପ୍ରଦୂଷଣ…

Priyanka Gandhi’s Odisha Visit: ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି

ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି । ଏନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ୧୦ଟି ଜିଲ୍ଲାରେ କଂଗ୍ରେସ ମହିଳା…

Odisha Congress: ମୋକିମଙ୍କ ଚିଠିକୁ ନେଇ ଟାର୍ଗେଟ କଲେ ବରିଷ୍ଠ କଂଗ୍ରେସ ନେତା

ରାଜ୍ୟ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱ ଉପରେ ମହମ୍ମଦ ମୋକିମ୍ ଖୋଲା ଖୋଲି ପ୍ରଶ୍ନ ଉଠାଇବା ପରେ ମୋକିମଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା। ମୋକିମଙ୍କ ଚିଠି ଓ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା…

Odisha Congress: ସୋଫିଆଙ୍କୁ ଅଣଦେଖା ଭକ୍ତଙ୍କୁ ପଡ଼ିପାରେ ମହଙ୍ଗା

କଂଗ୍ରେସ ବିଧାୟିକା ସୋଫିଆ ଫିରଦୋଷଙ୍କୁ ଅନେକ ଆଗାମୀ ମୁଖ୍ୟମନ୍ତ୍ରୀ ବୋଲି ଭାବୁଛନ୍ତି । ଏଭଳି ଲୋକପ୍ରିୟତା ମଧ୍ୟରେ ତାଙ୍କୁ ଅଣଦେଖା କରିବା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କୁ ମହଙ୍ଗା ପଡ଼ିପାରେ । ଦଳରେ ସୋଫିଆଙ୍କର କ୍ରେଜ ଥିବାବେଳେ…

୨ ଦିନ ହେବ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପଦଯାତ୍ରା; ନୂଆପଡ଼ା ନିର୍ବାଚନ ପରେ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା

ନୂଆପଡ଼ା ଉପ ନିର୍ବାଚନ ପାଇଁ ପଦଯାତ୍ରା ସମୟ ବଦଳାଈଛି କଂଗ୍ରେସ । ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୨ ଓ ୩ ତାରିଖ ମାତ୍ର ଦୁଇଦିନ ହେବ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା । ମାଲକାନଗିରି ମୋଟୁ ଅଞ୍ଚଳରୁ ପଦଯାତ୍ରା ଆରମ୍ଭ ହେବ…

୩୫ ସାଙ୍ଗଠନିକ ଜିଲ୍ଲା ସଭାପତି ନାମ ଘୋଷଣା କଲା କଂଗ୍ରେସ

ଭାରତୀୟ ଜାତୀୟ କଂଗ୍ରେସ ଓଡ଼ିଶାର ସମସ୍ତ ୩୫ ଟି ସାଙ୍ଗଠନିକ ଜିଲ୍ଲା ପାଇଁ ଜିଲ୍ଲା କଂଗ୍ରେସ ସଭାପତି ଘୋଷଣା କରିଛି । ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କ ଅନୁମୋଦନ ପରେ ନୂଆ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି । ଆଗକୁ…

ମୁଠି ଚାଉଳ ଆଉ ଏକ ଟଙ୍କା ସଂଗ୍ରହ କରି ଲଢ଼ିବେ ଆଦିବାସୀ: ଭକ୍ତ ଦାସ

ଓଡ଼ିଶା ପ୍ରଦେଶ ଆଦିବାସୀ କଂଗ୍ରେସ ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିଶ୍ୱ ଜନଜାତି ଦିବସ ଆଜି ଧୁମଧାମର ସହ ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ପାଳନ କରାଯାଇଛି । ଏହି ଅବସରରେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ପେସା ଆଇନ୍ ପାଇଁ ନିର୍ଦ୍ଦେଶାବଳୀ…

ସାତ ଦିନରେ ଦୃର୍ବୁତ୍ତ ଧରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ: ଭକ୍ତ ଦାସ

ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଖବର ଶୁଣି ଆଜି ପ୍ରେସ ବାର୍ତ୍ତା ମାଧ୍ୟମରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ଯେ ବଳଙ୍ଗା ପୀଡିତାଙ୍କ ଘଟଣାରେ ସାତଦିନରେ ଦୃର୍ବୁତ୍ତ ଧରା ନ ପଡ଼ିଲେ ଓଡିଶା କଂଗ୍ରେସ…

ଓଡ଼ିଶା କଂଗ୍ରେସକୁ ମିଳିଲେ ନୂତନ ପଦାଧିକାରୀ, ମୁଖପାତ୍ର ଏବଂ ମିଡିଆ ପ୍ୟାନେଲିଷ୍ଟ; ଜାରୀ ହେଲା ତାଲିକା

ଆଜି ଅଖିଳ ଭାରତ କଂଗ୍ରେସ କମିଟି (AICC) ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC)ର ପଦାଧିକାରୀ, ମୁଖପାତ୍ର ଏବଂ ମିଡିଆ ପ୍ୟାନେଲିଷ୍ଟଙ୍କ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି (AICC) ଦ୍ୱାରା ପ୍ରକାଶିତ ତାଲିକା ଅନୁଯାୟୀ ବରିଷ୍ଠ ନେତା…

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ, ଯୋଗାଯୋଗ ଏବଂ ପ୍ରଚାର ବିଭାଗର ନୂତନ ଅଧ୍ୟକ୍ଷ ଭାବରେ ଅରବିନ୍ଦ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ଭେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ…