ରାଜ୍ୟ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ July 26, 2025 Nirvay କୋଟିପତି ଡେପୁଟି ରେଞ୍ଜରଙ୍କୁ ବାନ୍ଧିଲା ପୋଲିସ । ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ଡେପୁଟି ରେଞ୍ଜର ନେପାକଙ୍କ ଜୟପୁର ଓ ଭୁବନେଶ୍ୱରର ୫ଟି ଠିକଣାରେ…