Tag: Odisha DGP

Odisha DGP-IGP Conference: ଡିଜିପି-ଆଇଜିପି ସମ୍ମିଳନୀରେ ପୋଲିସ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ୧୦ ମାର୍ଗଦର୍ଶନ

ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା…

Odisha DGP Change: ଆଜି ସରୁଛି ଖୁରାନିଆଙ୍କ କାର୍ଯ୍ୟକାଳ; ବିନୟତୋଷ ମିଶ୍ର ସମ୍ଭାଳିବେ ଅନ୍ତରୀଣ ଦାୟିତ୍ୱ

ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (DGP) ୱାଇ.ବି. ଖୁରାନିଆ ଚାକିରିରୁ ଅବସର ନେବେ। ତାଙ୍କ ପରେ ପରବର୍ତ୍ତୀ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ତଥା କ୍ରାଇମ୍‌ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଦାୟିତ୍ୱ ସମ୍ଭାଳିବେ।

Odisha DGP Appointment Row: ୧୮ ପର୍ଯ୍ୟନ୍ତ ଓଡ଼ିଶା ଡିଜିପି ଚୟନକୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଅଗଷ୍ଟ ୧୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରକ୍ରିୟାକୁ ଚୂଡ଼ାନ୍ତ ନକରିବା ପାଇଁ ସୁପ୍ରିମକୋର୍ଟ କେନ୍ଦ୍ରୀୟ ଲୋକସେବା ଆୟୋଗ…

Maoist-Free Odisha By 2026: ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଓଡିଶାରୁ ମାଓବାଦୀ ମୂଳପୋଛ ଟାର୍ଗେଟ୍‌: ଡିଜିପି

ଡିଜିପି ୱାଇ ବି ଖୁରାନିଆଙ୍କ ବଡ଼ ବୟାନ । ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଶାରୁ ମୂଳପୋଛ ହେବେ ମାଓବାଦୀ । ମାଓବାଦୀ ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତ କରିଛି ଓଡ଼ିଶା ପୋଲିସ । କନ୍ଧମାଳରେ ପୋଲିସ ମହାନିର୍ଦ୍ଦେଶକ ୱାଇ ବି…

ଆହତ ପୋଲିସ କର୍ମଚାରୀ ଏବଂ ସାମ୍ବାଦିକଙ୍କୁ ଭେଟିଲେ ଡିଜିପି ଖୁରାନିଆ

ଭୁବନେଶ୍ୱର ଲୋୟରପିଏମଜି ଠାରେ ବିକ୍ଷୋଭକାରୀଙ୍କ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ଅବସ୍ଥାରେ କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ହେଉଥିବା ପୋଲିସ କର୍ମଚାରୀ ଏବଂ ଆହତ ସାମ୍ବାଦିକ ପ୍ରଭାତ ବିଷୋୟୀଙ୍କୁ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସାକ୍ଷାତ କରିବା ସହ…