ତାଜା ଖବର ରାଜ୍ୟ Odisha Food Relief: ୨୨ ଜିଲ୍ଲାକୁ ୧୧୦ କୋଟି ବନ୍ୟା ସହାୟତା ଘୋଷଣା କଲେ ରାଜ୍ୟ ସରକାର August 6, 2026 Papirani ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୨ଟି ଜିଲ୍ଲା ପାଇଁ ୧୧୦ କୋଟି ଟଙ୍କାର ବନ୍ୟା ସହାୟତା ରାଶି ଘୋଷଣା କରିଛନ୍ତି। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…