Tag: Odisha government

E-KYC Deadline: ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ଅବଧି ବୃଦ୍ଧି

ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ e-KYC ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରାଯାଇଛି । ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କଲେ…

Bus Fire Safety: ଯାତ୍ରୀବାହୀ ବସ୍‌ରେ ବାଧ୍ୟତାମୂଳକ ଅଗ୍ନି ସୁରକ୍ଷା ବ୍ୟବସ୍ଥା

ଯାତ୍ରୀବାହୀ ବସ୍‌ରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ ।ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ବସ୍‌ରେ ଫାୟାର ଡିଟେକସନ୍ ଓ ସପ୍ରେସନ୍ ସିଷ୍ଟମ ରଖିବା ବାଧ୍ୟତାମୂଳକ । ଆପତ୍ତକାଳୀନ ପ୍ରସ୍ଥାନ ଦ୍ୱାର, କାଚ ଭାଙ୍ଗିବାକୁ…

Cyclone Buzz: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ସୁରେଶ ପୂଜାରୀ

ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ରାଜ୍ୟକୁ ଆସୁଥିବା ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ…

ଦୁବାଇରୁ ଅସୁସ୍ଥ ଓଡ଼ିଆ ଶ୍ରମିକଙ୍କୁ ଫେରାଇ ଆଣିବାରେ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା

ଦୁବାଇରେ ଚିକିତ୍ସିତ ହେଉଥିବା ଜଣେ ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲାରେ ବାସ…

ରାଜ୍ୟରେ ହଟିଲା ପାର୍ଟ ପ୍ଲଟ୍ ବିକ୍ରି ପାଇଁ ସମସ୍ତ କଟକଣା

ରାଜ୍ୟରେ ପାର୍ଟ ପ୍ଲଟ୍ ବିକ୍ରି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର ହଟାଇ ଦେଇଛନ୍ତି। ଏହା ସହିତ ଆପାର୍ଟିମେଣ୍ଟ ରେଜିଷ୍ଟ୍ରେସନ୍ ପାଇଁ ବାଟ ଫିଟିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଢ଼ିଲା ଭତ୍ତା

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର ।…

ଆସନ୍ତା ଶିକ୍ଷାବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ୨୦୨୦

ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ଓ ସୁସଙ୍ଗଠିତ କରିବାକୁ ଲାଗୁ ହେବାକୁ ଯାଉଛି ଜାତୀୟ ଶିକ୍ଷା ନୀତି-୨୦୨୦ (ଏନ୍ଇପି) । ଆସନ୍ତା ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ ନେଇ ଆଜି ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଭାଗଚାଷୀ ପାଇବେନି କୌଣସି ସହାୟତା

ଭାଗଚାଷୀଙ୍କୁ ମିଳିବ ନାହିଁ ସହାୟତା । ସରକାରୀ ସହାୟତାକୁ ଲକ୍ଷଲକ୍ଷ ଚାଷୀଙ୍କ ଅନାଇ ବସିଥିବା ବେଳେ ଭାଗଚାଷୀ ପାଇବେନି କୌଣସି ସହାୟତା ବୋଲି ସ୍ପଷ୍ଟ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଅଦିନିଆ ବର୍ଷାରେ ଚାଷ ନଷ୍ଟ…

ଓଡିଶା ଜନଜାତିଙ୍କ ଜମି ହସ୍ତାନ୍ତର ସମ୍ପର୍କିତ ସଂଶୋଧନକୁ ପରିଷଦର ନାମଞ୍ଜୁର

ଆଜି ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି ।…

ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସ୍ତରରେ ଆଜି ଅଦଳ ବଦଳ କରିଛନ୍ତି । କ୍ରୀଡ଼ା ଓ ଯୁବ ବିଭାଗର ଯୁଗ୍ମ ସଚିବ ଥିବା ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଛନ୍ତି । ଓଡ଼ିଶା…