Tag: Odisha Govt

ହ୍ବାଟ୍‌ସ ଆପ୍‌ରେ ମିଳିବ ଜନ୍ମ, ମୃତ୍ୟୁ ସାର୍ଟିଫିକେଟ୍

ଆରମ୍ଭ ହେଲା ‘ଆମ ସାଥୀ’ ୟୁନିଫାଏଡ ହ୍ବାଟ୍‌ସଆପ୍‌ । ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଏଣିକି ମୋବାଇଲରେ ଆପଣଙ୍କୁ ସବୁ ସରକାରୀ ସେବା ପାଇ ପାରିବେ । ହ୍ବାଟ୍‌ସ ଆପ୍‌ରେ ଜନ୍ମ ପ୍ରମାଣପତ୍ରଠାରୁ ଆରମ୍ଭ କରି ଆଇନଗତ ସୁବିଧା…

ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା: ଦାରା ସିଂହଙ୍କୁ ଜେଲରୁ ମୁକ୍ତ କରିବା ନିଷ୍ପତ୍ତିକୁ ପୁଣି ସ୍ଥଗିତ ରଖିଲା ଓଡ଼ିଶା

ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟିୱାର୍ଟ ଷ୍ଟେନ୍ସ ଏବଂ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଗତ ୨୪ ବର୍ଷ ଧରି ଜେଲରେ ଥିବା ରବୀନ୍ଦ୍ର କୁମାର ପାଲ ଓରଫ ଦାରା ସିଂହ । ତାଙ୍କୁ ଜେଲରୁ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର

ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଲୋକଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ…

ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି: ପ୍ରଦୀପ ବଳସାମନ୍ତ

ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି । ଏ ନେଇ ଆଜି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ୩୦ଟି ଜିଲ୍ଲାରେ ୩୮ଟି ମଡେଲ୍ ମଣ୍ଡି ଖୋଲିବାକୁ ଯାଉଛି ।…

ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ  

ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…

ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମିଳିବ ଆମ୍ବୁଲାନ୍ସ ସେବା

ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମିଳିବ ଆମ୍ବୁଲାନ୍ସ ସେବା । ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଏଣିକି ଓଡ଼ିଶା ଯାତ୍ରୀ ଆପ୍‌ରେ…

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର

ରାଜ୍ଯର ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ସେ କହିଛନ୍ତି ରାଜ୍ୟରେ ପ୍ରଥମେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଇଛି । ରିହାତି ଦରରେ…

ରାଜ୍ୟର ୧୦୮ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ, ଡବଲ ଇଂଜିନ ଏବେ ଡବଲ ବିନାଶ: ବିଜେଡି

ରାଜ୍ୟରେ ସାସ୍ଥ୍ୟ ସେବା ଉଦ‌ବେଗ୍‌ଜନକ ସ୍ଥିତିରେ ଥିବା ବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଦୁଃଖ ଓ ପରିତାପର ବିଷୟ ଯେ, ଆମ୍ବୁଲାନ୍ସ ଭଳି ଏକ ଜରୁରୀ କାଳୀନ ସେବା…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚିଟ୍ ଫଣ୍ଡ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟଙ୍କା ଫେରସ୍ତ ପ୍ରକ୍ରିୟା ସରଳୀକରଣ କରିବାକୁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରାଯାଉଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ…

ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ କଟକରେ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ ଏହି ଅନୁଷ୍ଠାନ । ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ପାଇଁ ଭାରତରେ କୌଣସି ସ୍ୱତନ୍ତ୍ର ବିଶ୍ୱବିଦ୍ୟାଳୟ ନାହିଁ । ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ…