Tag: Odisha Govt

Major IAS Reshuffle in Odisha: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାରl

ପୂର୍ବରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ବୀରେନ୍ଦ୍ର କୋରକୋରା, IAS (SCS-2014)ଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ଆରାଧନା ଦାସ, IAS (SCS-2014)ଙ୍କୁ ଜଙ୍ଗଲ,…

Odisha Resettlement and Rehabilitation Policy: ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି ସଂଶୋଧନ: ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଶିଳ୍ପ ଏବଂ ଖଣି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଓ ବିସ୍ଥାପିତ ହୋଇଥିବା ପରିବାରଗୁଡ଼ିକ ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ସହାୟତା ପଦକ୍ଷେପ ଗ୍ରହଣ କରିଛନ୍ତି। “ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି, ୨୦୦୬” (Odisha Resettlement and Rehabilitation Policy,…

No Shortage of Fertilizers in Odisha: ସାର କଳାବଜାରୀ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ସମବାୟ ମନ୍ତ୍ରୀ

ଚଳିତ ବର୍ଷ ରାଜ୍ୟରେ ସାର ଯୋଗାଣ ପ୍ରକ୍ରିୟା ଅତି ସୁରୁଖୁରୁରେ ଚାଲିଛି ବୋଲି ସମବାୟ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଚାଷୀମାନଙ୍କୁ ଆବଶ୍ୟକ ମୁତାବକ ସାର ଯୋଗାଇ ଦେବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସମବାୟ ବିଭାଗ ପକ୍ଷରୁ…

Odisha Launches Auto-Appeal System: ଓଡ଼ିଶାରେ ଲାଗୁ ହେଲା ‘ଆଟୋ ଅପିଲ୍ ସିଷ୍ଟମ୍’; ସେବାରେ ବିଳମ୍ବ ହେଲେ ଦଣ୍ଡ ଗଣିବେ ଅଫିସର

ସାଧାରଣ ନାଗରିକଙ୍କୁ ସମୟସୀମା ମଧ୍ୟରେ ସରକାରୀ ସେବା ଯୋଗାଇଦେବା ଏବଂ ପ୍ରଶାସନିକ ସ୍ତରରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ବୃଦ୍ଧି କରିବା ପାଇଁ ଓଡ଼ିଶା ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ‘ଓଡ଼ିଶା ଜନସେବା ଅଧିକାର ଆଇନ (ORTPSA) ଅଧୀନରେ ରାଜ୍ୟ ସାଧାରଣ…

IPS Reshuffle in Odisha: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ; ୬ ବରିଷ୍ଠ IPS ଅଫିସରଙ୍କ ବଦଳି

ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ, ସୁଦୃଢ଼ ଓ କାର୍ଯ୍ୟକ୍ଷମ କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବରିଷ୍ଠ ଆଇପିଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ୬ ଜଣ ଦକ୍ଷ ଓ ଅଭିଜ୍ଞ ଆଇପିଏସ୍ ଅଫିସରଙ୍କ…

Odisha Hikes Jail Uniform Allowance: ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି

ରାଜ୍ୟ ସରକାର ଜେଲ୍‌ ସଂଗଠନର ଅଧିକାରୀ ଓ କର୍ମଚାରୀମାନଙ୍କର ଭତ୍ତା ବୃଦ୍ଧି କରିଛନ୍ତି । ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଅନୁଯାୟୀ ଜେଲ୍‌ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ…

Gramina Sampada Scheme: ପଞ୍ଚାୟତରେ ମିଳିବ ସହରୀ ସୁବିଧା; ବର୍ଷକୁ ମିଳିବ ଦେଢ କୋଟିରୁ ୩ କୋଟି ଟଙ୍କା

ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗ୍ରାମାଞ୍ଚଳର ଭିତ୍ତିଭୂମିରେ ବ୍ୟାପକ ସୁଧାର ଆଣିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ନୂତନ “ଗ୍ରାମୀଣ ସମ୍ପଦ” କାର୍ଯ୍ୟକ୍ରମ ଅଧୀନରେ ଗାଁଗୁଡ଼ିକର ବିକାଶ ପାଇଁ ପ୍ରତି ପଞ୍ଚାୟତକୁ ବାର୍ଷିକ ପ୍ରାୟ…

Jatani Cancer Hospital Expansion: ଜଟଣୀରେ ପ୍ରସ୍ତାବିତ ହୋମିଭାବା କ୍ୟାନସର୍ ହସ୍ପିଟାଲ ସମ୍ପ୍ରସାରଣ ପାଇଁ ଅତିରିକ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଜଟଣୀ ଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା ହୋମିଭାବା କ୍ୟାନସର୍ ହସ୍ପିଟାଲ ଓ ଗବେଷଣା କେନ୍ଦ୍ର ପାଇଁ ଆବଶ୍ୟକ ଅତିରିକ୍ତ ଅର୍ଥ ରାଜ୍ୟ ସରକାର ନିଜସ୍ୱ ବଜେଟରୁ ଯୋଗାଇ ଦେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ…

Graham Staines murder: ଦାରା ସିଂହଙ୍କ ମୁକ୍ତି ନିଷ୍ପତ୍ତିରେ ବିଳମ୍ବ, ଓଡ଼ିଶା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ କଡ଼ା ଭର୍ତ୍ସନା; ସେପ୍ଟେମ୍ବର ୨କୁ ପରବର୍ତ୍ତୀ ଶୁଣାଣି

୧୯୯୯ ମସିହାର ବହୁଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟାକାଣ୍ଡ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦାରା ସିଂ ଓରଫ୍ ରବୀନ୍ଦ୍ର ପାଲଙ୍କ ମୁକ୍ତି ଆବେଦନ ଉପରେ ନିଷ୍ପତ୍ତି ନେବାରେ ବିଳମ୍ବ କରିଥିବାରୁ ଓଡ଼ିଶା…

‘Bidesh Sikhyabruti’ Scholarship Scheme: SC-ST ଛାତ୍ରଛାତ୍ରୀଙ୍କ ପାଇଁ ‘ବିଦେଶ ଶିକ୍ଷାବୃତ୍ତି’ ଯୋଜନା ଶୁଭାରମ୍ଭ କଲେ ଓଡ଼ିଶା ସରକାର

ଓଡ଼ିଶା ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବିଦେଶର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସ୍ନାତକୋତ୍ତର ଏବଂ ପିଏଚଡି ପାଠପଢ଼ା ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ‘ବିଦେଶ…