Tag: Odisha Govt

Odisha Govt Slashes PUCC Fine: ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି; କମିଲା PUCC ଫାଇନ୍

ରାଜ୍ୟ ସରକାର ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣ ପତ୍ର ଉଲ୍ଲଂଘନ ଜରିମାନା ରାଶିରେ ବଡ଼ ପରିବର୍ତ୍ତନ କରିଛନ୍ତି । ସରକାର ପିୟୁସିସି ଜରିମାନାକୁ କୋହଳ କରିଛନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

Govt to Appoint ‘Shakti Apa’ in Every District: ରାଜ୍ୟର ପ୍ରତି ଜିଲ୍ଲାରେ ରହିବେ ୫ ଜଣ ‘ଶକ୍ତି ଅପା’

ରାଜ୍ୟର ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀମାନଙ୍କ ସୁରକ୍ଷା, ସଶକ୍ତୀକରଣ ଏବଂ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ଶକ୍ତିଶ୍ରୀ’ ପଦକ୍ଷେପ ଅଧୀନରେ ପ୍ରତ୍ୟେକ ଜିଲ୍ଲାରେ ୫ ଜଣ ପ୍ରତିଷ୍ଠିତ ମହିଳାଙ୍କୁ ‘ଶକ୍ତି ଅପା’ ଭାବେ ଚିହ୍ନଟ…

‘Bidesh Sikhyabruti’ Scholarship Scheme: ବିଦେଶ ଶିକ୍ଷାବୃତ୍ତି ପାଇଁ ଆବେଦନ ସମୟସୀମା ସେପ୍ଟେମ୍ବର ୧୮ ଯାଏଁ ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ‘ବିଦେଶ ଶିକ୍ଷାବୃତ୍ତି’ ଯୋଜନା ଅଧୀନରେ ଅନଲାଇନ୍ ଆବେଦନ କରିବାର ଶେଷ ତାରିଖକୁ ସେପ୍ଟେମ୍ବର ୧୮, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୧ ଥିଲା। ଉଚ୍ଚଶିକ୍ଷା ବିଭାଗ…

Gopabandhu Sambadika Swasthya Bima Yojana: ଆୟୁଷ୍ମାନ ଭାରତରେ ମିଶିବନି ‘ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା’; ସାମ୍ବାଦିକଙ୍କ ପାଇଁ ପୂର୍ବପରି ବଳବତ୍ତର ରହିବ ଯୋଜନା

ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ‘ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’କୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ସମସ୍ତ ଗଣମାଧ୍ୟମ…

Big Relief for SC/ST Students: ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ୍ ବେଳେ ୬ ମାସ ପର୍ଯ୍ୟନ୍ତ ଦେବାକୁ ପଡ଼ିବନି ଫି’: ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ୍ ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନେ ଅନେକ ସମୟରେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏହି ବର୍ଗର ମେଧାବୀ ଛାତ୍ରଛାତ୍ରୀମାନେ ବିଭିନ୍ନ ଆହ୍ୱାନର ସମ୍ମୁଖୀନ…

Odisha Govt Accepts BBSR DCP Resignation: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

ଭୁବନେଶ୍ୱରର ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି) ତଥା ୨୦୧୩ ବ୍ୟାଚର ବରିଷ୍ଠ IPS ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ପତ୍ରକୁ ଓଡ଼ିଶା ସରକାର ଗ୍ରହଣ କରିଛନ୍ତି। ଏହାସହ ରାଜ୍ୟ ସରକାର କେନ୍ଦ୍ର ଗୃହ ମନ୍ତ୍ରଣାଳୟ କୁ ‘ଅନାପତ୍ତି ପ୍ରମାଣପତ୍ର’ ପଠାଇ…

Nuapada Land Registration Scam: ଜମି ପଞ୍ଜୀକରଣରେ ସ୍ୱଚ୍ଛତା ଆଣିବାକୁ ରାଜସ୍ୱ ବିଭାଗର କଡ଼ା ନିର୍ଦ୍ଦେଶ; ଜିଲ୍ଲାପାଳମାନଙ୍କୁ ନଜର ରଖିବାକୁ ଚିଠି

ନୂଆପଡ଼ା ଜିଲ୍ଲାରେ ହୋଇଥିବା ବେଆଇନ ଜମି ପଞ୍ଜୀକରଣ ଜାଲିଆତି ଘଟଣା ପରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା, ଜବାବଦେହିତା ଓ କଡ଼ା ତଦାରଖ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ୱ…

Major IAS Reshuffle in Odisha: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାରl

ପୂର୍ବରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ବୀରେନ୍ଦ୍ର କୋରକୋରା, IAS (SCS-2014)ଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ଆରାଧନା ଦାସ, IAS (SCS-2014)ଙ୍କୁ ଜଙ୍ଗଲ,…

Odisha Resettlement and Rehabilitation Policy: ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି ସଂଶୋଧନ: ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଶିଳ୍ପ ଏବଂ ଖଣି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଓ ବିସ୍ଥାପିତ ହୋଇଥିବା ପରିବାରଗୁଡ଼ିକ ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ସହାୟତା ପଦକ୍ଷେପ ଗ୍ରହଣ କରିଛନ୍ତି। “ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି, ୨୦୦୬” (Odisha Resettlement and Rehabilitation Policy,…

No Shortage of Fertilizers in Odisha: ସାର କଳାବଜାରୀ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ସମବାୟ ମନ୍ତ୍ରୀ

ଚଳିତ ବର୍ଷ ରାଜ୍ୟରେ ସାର ଯୋଗାଣ ପ୍ରକ୍ରିୟା ଅତି ସୁରୁଖୁରୁରେ ଚାଲିଛି ବୋଲି ସମବାୟ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଚାଷୀମାନଙ୍କୁ ଆବଶ୍ୟକ ମୁତାବକ ସାର ଯୋଗାଇ ଦେବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସମବାୟ ବିଭାଗ ପକ୍ଷରୁ…