Tag: odisha khadi board

ଇସ୍ତଫା ଦେଲେ ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡର ସଭାପତି ସଂଗ୍ରାମ କେଶରୀ

ଭୁବନେଶ୍ୱର : ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗର ସଭାପତି ପଦରୁ ଇସ୍ତଫା ଦେଲେ ସଂଗ୍ରାମ କେଶରୀ ପାଇକରାୟ ।ଆଇଏମ୍‌ଏସ୍‌ଏମ୍‌ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ଦୁଇ ଥର ଏଠାରେ ସଭାପତି…