ତାଜା ଖବର ରାଜ୍ୟ Odisha Doctors Strike: ସାରା ରାଜ୍ୟରେ ଜାରି ରହିଛି ଡାକ୍ତରଙ୍କ ଆନ୍ଦୋଳନ; ଓମ୍ସା ସହ ବୈଠକ କରିବେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ January 8, 2026 Papirani ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ । ଆଜି ବି ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ । ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି ଡାକ୍ତର ସଂଘ । ସରକାର ଓ ଡାକ୍ତରଙ୍କ ମଧ୍ୟରେ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି ।…