ତାଜା ଖବର ରାଜ୍ୟ ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଅଘଟଣ; ଷ୍ଟ୍ରକ୍ଚର ପଡ଼ି ୨ ଶ୍ରମିକ ମୃତ, ୫ ଗୁରୁତର September 17, 2024 Papirani ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢୀପଦର ସ୍ଥିତ ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ଅଘଟଣ। କାମ କରିବା ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା ଷ୍ଟ୍ରକ୍ଚର। ଫଳରେ ଘଟଣା ସ୍ଥଳରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର…