ତାଜା ଖବର ରାଜ୍ୟ ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି January 2, 2025 Papirani ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଏହା ସହ ବିମାନବନ୍ଦରରେ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନାଏହାପରେ ରାଜଭବନ ଯାଇ ସେଠାରୁ ପୁରୀ…