Tag: Odisha Police

ଅପରେସନ ‘ଅଗ୍ନି’: ୨ ସପ୍ତାହ ମଧ୍ୟରେ ୮ କୋଟି ଟଙ୍କାର ବାଣ ଜବତ

ପର୍ବପର୍ବାଣି ବିଶେଷ କରି ଦଶହରା ଓ ଦୀପାବଳିକୁ ଦୃଷ୍ଟିରେ ରଖି ଓଡିଶା ପୋଲିସ ‘ଅପରେସନ ଅଗ୍ନି’ ଆଧାରରେ ବେଆଇନ ବାଣ ବିକ୍ରେତାଙ୍କ ଉପରେ ଚଢ଼ାଉ ଜାରି ରଖିଛି । “ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ…

ଅକ୍ଟୋବର ୬କୁ ଘୁଞ୍ଚିଲା ସିପିଏସଇ-୨୦୨୪ ତୃତୀୟ ପେପର ପରୀକ୍ଷା

କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ (CPSE) ୨୦୨୪ର ତୃତୀୟ ପେପର ପରୀକ୍ଷା ଯାହା ଅକ୍ଟୋବର ୪ ରେ ହେବାକୁ ଥିଲା ତାହା ଅକ୍ଟୋବର ୬କୁ ଘୁଞ୍ଚିଛି । ସିପିଏସଇ-୨୦୨୪ ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ ।…

ବଢ଼ିଲା ପୋଲିସ ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା

ବଢ଼ିଲା ପୋଲିସ ଇନ୍ସପେକ୍ଟର ଏବଂ ପୋଲିସ ଏସଆଇଙ୍କ କ୍ଷମତା । ଏଣିକି SC/ST ମାମଲାର ତଦନ୍ତ କରିପାରିବେ ଇନ୍ସପେକ୍ଟର ଏବଂ ଏସଆଇ । ତଦନ୍ତ ସହ ଗିରଫ ଓ ସ୍ଵତନ୍ତ୍ର ଅଦାଲତରେ ମାମଲା କରିପାରିବେ । ପୂର୍ବରୁ ଡିଏସପି (DSP) ପାହ୍ୟାର…

ଅକ୍ଟୋବର ୪ ଓ ୫ ରେ ହେବ ପୋଲିସ ଏସ୍‌ଆଇ ପରୀକ୍ଷା

ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଆଜି ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ତାରିଖ ଘୋଷଣା ହୋଇଛି । ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୪ ଓ ୫ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ…

ନିୟମକୁ ଉଲଂଘନ କରି ତଦନ୍ତ କରୁଛି ପୋଲିସ: କଂଗ୍ରେସ

ଆଜି ପୂର୍ବାହ୍ନରେ ଓଡିଶା ପ୍ରଦେଶ କଂଗ୍ରେସ ପକ୍ଷରୁ କଂଗ୍ରେସ ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ବଳଙ୍ଗା ପୋଡି ଏବଂ ପଟ୍ଟାମୁଣ୍ଡାଇରେ ଘଟିଥିବା ସଦ୍ୟ ଆତ୍ମାହୁତି ତଦନ୍ତକୁ ନେଇ ସରକାର ଏବଂ ପୋଲିସର ନକରାତ୍ମକ ଭୂମିକା ବିଷୟରେ…

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ କରିଛି ପୋଲିସ

ବଳଙ୍ଗା ଘଟଣାରେ ନାବାଳିକାଙ୍କୁ କିରୋସିନ ଢାଳି ଜାଳିଦେବା ଘଟଣାରେ ଓଡ଼ିଶା ପୋଲିସ ଏକ ବଡ଼ ଖୁଲାସା କରିଛି । ପୀଡିତାଙ୍କ ମୃତ୍ୟୁରେ କାହାର ସମ୍ପୃକ୍ତି ନଥିବା ସ୍ପଷ୍ଟ କରିଛି ଓଡ଼ିଶା ପୋଲିସ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର…

ମେଡିକାଲ୍‌ କଲେଜ୍ ସିଟ୍‌ ବିକ୍ରି ଘଟଣାରେ ୪ ଦଲାଲଙ୍କୁ ଗିରଫ କରିଛି କମିଶନରେଟ ପୋଲିସ

ଆସନ୍ତାକାଲି ନିଟ୍‌ ପରୀକ୍ଷା ଥିବାବେଳେ ଆଜି ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ନେଇ ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାସ୍ କରିଛି କମିଶନରେଟ ପୋଲିସ । ଭୁବନେଶ୍ୱର ପାତ୍ରପଡା ଅଞ୍ଚଳରେ ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ଘଟଣାରେ ୪ ଦଲାଲଙ୍କୁ ଗିରଫ କରିଛି ସ୍ପେଶାଲ…

ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବଢ଼ାଇଲେ ରାଜ୍ୟ ସରକାର

ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ…

ଆହତ ପୋଲିସ କର୍ମଚାରୀ ଏବଂ ସାମ୍ବାଦିକଙ୍କୁ ଭେଟିଲେ ଡିଜିପି ଖୁରାନିଆ

ଭୁବନେଶ୍ୱର ଲୋୟରପିଏମଜି ଠାରେ ବିକ୍ଷୋଭକାରୀଙ୍କ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ଅବସ୍ଥାରେ କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ହେଉଥିବା ପୋଲିସ କର୍ମଚାରୀ ଏବଂ ଆହତ ସାମ୍ବାଦିକ ପ୍ରଭାତ ବିଷୋୟୀଙ୍କୁ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସାକ୍ଷାତ କରିବା ସହ…

ଆହତ ପୋଲିସ କର୍ମଚାରୀଙ୍କୁ ଭେଟିଲେ ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଯାଇ ଆହତ ହୋଇଥିବା ପୋଲିସ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ରାଜନୀତିରେ ହିଂସାର ସ୍ଥାନ ନାହିଁ । ଅପରାଧୀମାନଙ୍କୁ ପ୍ରଥମେ ରାଜନୀତିରେ ସ୍ଥାନ ଦେଇଥିଲା କଂଗ୍ରେସ ଦଳ…