Tag: Odisha Ratha Yatra

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ କହିଛନ୍ତି, ରଥରେ ଅଣସେବାୟତ ଦେଖି ତୁରନ୍ତ ତଳକୁ ଓହ୍ଲାଇଦେଲି । ସମ୍ପୃକ୍ତ ବ୍ୟକ୍ତି କିଏ ଓ କାହିଁକି ରଥ ଉପରେ ଚଢ଼ିଥିଲେ ତଦନ୍ତ ହେବ…

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ୨ ଅନଧିକୃତ ବ୍ୟକ୍ତି

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ…

ଉପ ମୁଖ୍ୟମନ୍ତ୍ରୀ ସହ ଦୁଇ ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତା କାଲି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି…

ପହଣ୍ଡି ଅଘଟଣରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା

ପହଣ୍ଡି ବେଳେ ହୋଇଥିବା ଅଘଟଣକୁ କେନ୍ଦ୍ରକରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଦିଆଯାଇଛି ଏତଲା । ଏତଲା ଦେଇଛନ୍ତି ୫ଜଣ ଜନୈକ ଆଇନଜୀବୀ। କର୍ତ୍ତବ୍ୟରେ ଅବହେଳା ପାଇଁ…

ପହଣ୍ଡିବେଳେ ଘଟିଥିବା ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ: କଟକ ସାଂସଦ ଭର୍ତ୍ତୃହରି ମହତାବ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ସେ କହିଛନ୍ତି ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ । ଏହା ଅତ୍ୟନ୍ତ ଦୁଃଖଦାୟକ ଘଟଣା । ଏଭଳି ଘଟଣା ଇତିହାସରେ…

ଆଜି ପବିତ୍ର ହେରା ପଞ୍ଚମୀ

ଆଜି ହେରା ପଞ୍ଚମୀ। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପାଲିଙ୍କିରେ…

ରଥଯାତ୍ରା ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ଡିଜିପିଙ୍କ ବୈଠକ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୃଙ୍ଖଳିତ ଓ ସୁପରିଚାଳନା ନିମନ୍ତେ ଡିଜିପିଙ୍କ ବୈଠକ । ଟାଉନ୍ ହଲରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପିଙ୍କ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧୂକାରୀଙ୍କୁ ନେଇ ବୈଠକ କରିଛନ୍ତି ଡିଜିପି…

ରଥଯାତ୍ରା ପରିଚାଳନା ପାଇଁ ଆଜି ହୋଇଛି ଦ୍ୱିତୀୟ ସମନ୍ୱୟ କମିଟି ବୈଠକ

୧୯୭୧ ରଥଯାତ୍ରା ଆଇନ ଅନୁଯାୟୀ ଚଳିତବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଇଥିବା ବେଳେ ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବାକୁ ରାଜ୍ୟ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରୟାସ କରାଯାଉଛି । ଆଜି ଏନେଇ ଆଇନମନ୍ତ୍ରୀ ପୃଥ୍ୱୀବରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ…

ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଉକ୍ତ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ…