ତାଜା ଖବର ରାଜ୍ୟ Odisha Resettlement and Rehabilitation Policy: ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି ସଂଶୋଧନ: ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର August 25, 2026 Papirani ଶିଳ୍ପ ଏବଂ ଖଣି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଓ ବିସ୍ଥାପିତ ହୋଇଥିବା ପରିବାରଗୁଡ଼ିକ ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ସହାୟତା ପଦକ୍ଷେପ ଗ୍ରହଣ କରିଛନ୍ତି। “ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି, ୨୦୦୬” (Odisha Resettlement and Rehabilitation Policy,…