Tag: Odisha Subhadra Yojana

Subhadra Yojana: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା

ଚଳିତ ରାକ୍ଷୀ ପୂର୍ଣ୍ଣିମା ଅବସରରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା ଯୋଜନା’ର ଟଙ୍କା । ଆସନ୍ତା ଅଗଷ୍ଟ ୨୮ ତାରିଖ ରକ୍ଷାବନ୍ଧନ ଅବସରରେ ରାଜ୍ୟର ଯୋଗ୍ୟ ମହିଳା ହିତାଧିକାରୀମାନଙ୍କୁ ଏହି ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯିବ । ଏଥି ସହିତ…

Subhadra Yojana: ସୁଭଦ୍ରା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ କରିଛନ୍ତି ନୂଆ ଆବେଦନ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁଭଦ୍ରା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ଲୋକ ସେବା ଭବନରେ ସୁଭଦ୍ରା ଯୋଜନାର ନୂଆ ଆବେଦନକାରୀଙ୍କ ସମୀକ୍ଷା କରି…

Subhadra Yojana Money: ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ ଟଙ୍କା

ବିଶ୍ବ ମହିଳା ଦିବସ ଉପଲକ୍ଷେ ମହିଳାଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା । ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବିଜେପି ସରକାରରେ ମହିଳାଙ୍କ ଆର୍ଥିକ ସ୍ୱାଧୀନତା ଦ୍ୱିଗୁଣିତ ହୋଇଛି: ପ୍ରଭାତୀ ପରିଡ଼ା

ପୂର୍ବରୁ ଅନେକ ଥର ରାଜ୍ୟ କାର୍ଯ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି । ମାତ୍ର ଏଥର ପଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ରାଜ୍ୟରେ ଏକାକୀ ସରକାର ଗଠନ କରିବା ପରେ ଏହି ଦିବସ ପାଳନ କରୁଛି ।…