ତାଜା ଖବର ରାଜ୍ୟ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ୨୦୨୪ April 13, 2025 Papirani ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪ । ଏପ୍ରିଲ ୨ ତାରିଖରେ ବିଧାନସଭାରେ ରାତିତମାମ ଆଲୋଚନା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକକୁ ପାରିତ କରାଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ବୀକୃତି ଲାଭ କରିବା ପରେ ସାରା ରାଜ୍ୟରେ…