Tag: #odisha vigilance

Odisha Vigilance Raids Bhadrak CAD Engineer: ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । କାଡା ଡିଭିଜନରେ କାର୍ଯ୍ୟରତ ଜୁନିୟର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଗୁରୁବାର ସକାଳୁ ଏକାସାଥିରେ ଚାରିଟି ସ୍ଥାନରେ ଚଢ଼ାଉ…

OPHWC Officer Found In Possession Of 29 Plots: ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର; ଠାବ ହେଲା ୨୯ ପ୍ଲଟ୍‌

ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ (OPHWC)ର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର। OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ…

SDO Of Irrigation Under Vigilance Lens: ଭିଜିଲାନ୍ସ ଜାଲରେ ଗଞ୍ଜାମ ଡହ ଜଳସେଚନ ପ୍ରକଳ୍ପର ଏସଡିଓ

ଭିଜିଲାନ୍ସ ଜାଲରେ ଗଞ୍ଜାମ ଡହ ଜଳସେଚନ ପ୍ରକଳ୍ପର ଏସଡିଓ । ଏସଡିଓ ପଞ୍ଚୁ ବେହେରାଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ। ଭଞ୍ଜନଗର ଡହ ଜଳଭଣ୍ଡାର କାର୍ଯ୍ୟାଳୟ ପୋଲସରା ଓ ବ୍ରହ୍ମପୁର…

Odisha Mines Officer In Vigilance Net: ଖଣି ଅଧିକାରୀଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ଓଡ଼ିଶା ଭିଜିଲାନ୍ସ ଇତିହାସରେ ସର୍ବାଧିକ

ଏକ ବଡ଼ ଦୁର୍ନୀତି ବିରୋଧୀ ଅଭିଯାନରେ, ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି । କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ଫ୍ଲାଟ୍‌ରେ ଟ୍ରଲି ବ୍ୟାଗ୍‌ରୁ ଏହି ଟଙ୍କା…

Vigilance Raid Forester: ଭିଜିଲାନ୍ସ ଜାଲରେ ସେମିଳିଗୁଡା ଫରେଷ୍ଟର

ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ାର ଫରେଷ୍ଟର ନିରଂଜନ ଶତପଥୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ନିରଞ୍ଜନଙ୍କ ୫ ଠିକଣାରେ ରେଡ୍ ଜାରି ରହିଛି । ନିରଞ୍ଜନ ଶତପଥୀଙ୍କ ସରକାରୀ…

Vigilance Raids In Malkangiri: ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀ; ୪ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରି ସଦର ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ। ମାଲକାନଗିରି ଏବଂ ନବରଙ୍ଗପୁର…

Odisha Vigilance: ସରକାରୀ ଟଙ୍କା ଆତ୍ମସାତ୍ ଅଭିଯୋଗରେ ପଟ୍ଟାମୁଣ୍ଡାଇ ଜେଇ ଗିରଫ

ପଟ୍ଟାମୁଣ୍ଡାଇ ଜେଇ ରତନେଶ ପାଣ୍ଡେଙ୍କୁ ଗିରଫ କଲା ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ ଓ ଠକେଇ ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଜେଇକୁ ଗିରଫ କଲା ଭିଜିଲାନ୍ସ । ୨୦୨୩-୨୪ ଆର୍ଥିକ ବର୍ଷରେ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତକରଣ ପ୍ରକଳ୍ପରେ…

ARI In Vigilance Net: ଭିଜିଲାନ୍ସ ଜାଲରେ ଏଆରଆଇ

ଭିଜିଲାନ୍ସ ଜାଲରେ ଏଆରଆଇ । ଲାଞ୍ଚ ନେଇ ଧରାପଡ଼ିଲେ ନିକିରାଈ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ଜାଲରେ ଧାରା ପଡ଼ିଲେ କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା । ଏହାପରେ ଭିଜିଲାନ୍ସ…