ରାଜ୍ୟ ଜୁଲାଇ ୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା June 26, 2025 Nirvay ଆଞ୍ଚଳିକ ପାଣିପାଗ ବିଭାଗ ଜୁଲାଇ ୨ ଯାଏଁ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉପକୂଳ ଓଡିଶା ଓ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ…