Tag: Odisha Youth Congress

Odisha Congress: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଯୁବ କଂଗ୍ରେସର ଅଣ୍ଡାମାଡ଼

ଭୁବନେଶ୍ୱର ଉପକଣ୍ଠ ଧଉଳି ଅଞ୍ଚଳ ନିକଟରେ ଗଣବଳାତ୍କାରର ଶିକାର ହୋଇଥିବା ନାବାଳିକା ଝିଅକୁ ନ୍ୟାୟ ଦାବି କରିବା ସହିତ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଅଭିଯୋଗରେ ଆଜି ରାଜଧାନୀ ଭୁବନେଶ୍ୱରରେ ଯୁବ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଣ୍ଡାମାଡ଼ କରିଛି ।…