Tag: Odisha

Odia Man Returns From Sudan: ସୁଦାନରୁ ଫେରିଲେ ଜଗତସିଂହପୁରର ନିଖୋଜ ଓଡିଆ ଯୁବକ ଆଦର୍ଶ

ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି ଆଦର୍ଶ। ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରାଯାଇଛି। ଓଡ଼ିଶା…

Dhauli Gang Rape Case: ଧଉଳି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ବିବୃତି ନିନ୍ଦନୀୟ: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଯେ, ସରକାରଙ୍କ ଅପାରଗ ପଣିଆ ପାଇଁ ଦୁଷ୍କର୍ମ ଓ ଗଣଦୁଷ୍କର୍ମକାରୀ ମାନେ ଭୟଶୂନ୍ୟ ହୋଇ ଏଭଳି କାଣ୍ଡ ଭିଆଇବାକୁ ତିଳେ…

National Herald Case: ଡିସେମ୍ବର ୧୭ରେ ବିଜେପି ରାଜ୍ୟ ମୁଖ୍ୟାଳୟ ଘେରାଉ କରିବ କଂଗ୍ରେସ

ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ଦଳର ନୈତିକ ବିଜୟ ପରିପ୍ରେକ୍ଷୀରେ ଆସନ୍ତାକାଲି, ରାଜଧାନୀ ଭୁବନେଶ୍ୱର ଠାରେ ପିସିସି ପକ୍ଷରୁ ଏକ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି । ୧୭ ଡିସେମ୍ବର ପୂର୍ବାହ୍ନ ୧୦ ଟାରେ କଂଗ୍ରେସ ଭବନ ଠାରୁ…

Amit Shah Visit Odisha: ୨୧ରେ ଓଡ଼ିଶା ଆସିପାରନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଗୃହମନ୍ତ୍ରୀ ଅମିତ ଶାହ

୨୧ରେ ଓଡ଼ିଶା ଆସିପାରନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଗୃହମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବରମୁଣ୍ଡାରେ ସମବାୟ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ଏକ ସାଧାରଣ ସଭାରେ ମଧ୍ୟ ଉଦ୍‌ବୋଧନ ରଖିବେ ଶାହ । ଏ ନେଇ ସୂଚନା ଦେଇଛନ୍ତି…

OTET Exam 2025: ୧୭ ତାରିଖରେ ହେବାକୁ ଥିବା OTET ପରୀକ୍ଷା ସମୟରେ ପରିବର୍ତ୍ତନ

ଶିକ୍ଷକଙ୍କ ଯୋଗ୍ୟତା ନିର୍ଦ୍ଧାରଣ ପାଇଁ ଆବଶ୍ୟକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଟିଇଟି ଆସନ୍ତା ୧୭ ତାରିଖରେ ହେବ । ଡିସେମ୍ବର ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଓଟିଇଟି ପରୀକ୍ଷାର ସମୟ ବଦଳିଛି । ଏହାର ସମୟ ୩୦ ମିନିଟ୍‌…

Dharmasala Violence: ଧର୍ମଶାଳା ଗୋଷ୍ଠୀ ସଂଘର୍ଷ ଘଟଣାରେ ୪ ଗିରଫ

ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ସମର୍ଥକମାନେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମହାଉସରେ ଦଳୀୟ ବୈଠକ କରୁଥିବା ବିଜେଡି କର୍ମୀମାନଙ୍କୁ ଆକ୍ରମଣ କରିବା ଘଟଣାରେ ଜେନାପୁର ପୋଲିସ ଆଜି ଚାରି ଜଣଙ୍କୁ ଗିରଫ କରିଛି । ଅନ୍ୟମାନଙ୍କୁ ମଧ୍ୟ ଖୁବଶୀଘ୍ର…

Dharmasala Violence: ଧର୍ମଶାଳା ରାଜନୈତିକ ହିଂସା ଘଟଣା: ମୁହଁ ଖୋଲିଲେ ଧର୍ମଶାଳାରେ ବିଧାୟକ

ଧର୍ମଶାଳାରେ ବିଧାୟକ ଏବଂ ପୂର୍ବତନ ବିଧାୟକଙ୍କ ସମର୍ଥକମାନେ ମୁହାଁମୁହିଁ ହେବା ପରେ ତେଜିଛି ରାଜନୀତି । ଧର୍ମଶାଳାରେ ବିଧାୟକ ହିମାଂଶୁ ଶେଖର ସାହୁ ଓରଫ୍ ଲିକୁଙ୍କ ସମର୍ଥକ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ତାଙ୍କ ଦଳ କର୍ମୀଙ୍କୁ ଆକ୍ରମଣ…

Global Visa Center: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ।ବରମୁଣ୍ଡା ବସ୍ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ…

Hikes Stipend For PG Students ରାଜ୍ୟର ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ…

Mohammed Moquim Expelled From Congress: ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଛି । ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି ମୋକିମ୍ । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଚିଠି ଜରିଆରେ ସୂଚନା ଦେଇଛନ୍ତି । ଦଳ ବିରୋଧୀ…