ଦେଶ ରାଜ୍ୟ ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହ ବାଦ୍, ସ୍ପଷ୍ଟୀକରଣ ଦେଲା ଏନସିଇଆରଟି July 22, 2025 Nirvay ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆର୍ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍ ପଡିବା ଘଟଣାର ସ୍ପଷ୍ଟୀକରଣ ରଖିଛି ଏନ୍ସିଇଆର୍ଟି । ଆସନ୍ତା ସେପ୍ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ସାମାଜିକ…
ତାଜା ଖବର ରାଜ୍ୟ ଡାକ୍ତର କରୁଣାକର ରାଉତଙ୍କୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 22, 2025 Papirani ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ । ଭିଜିଲାନ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…
ତାଜା ଖବର ରାଜ୍ୟ କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍ July 22, 2025 Papirani କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…
ତାଜା ଖବର ରାଜ୍ୟ ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି July 22, 2025 Papirani ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା । ସେ କହିଛନ୍ତି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖଣି ନିଲାମ…
ତାଜା ଖବର ରାଜ୍ୟ ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ July 22, 2025 Papirani ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା…
ରାଜ୍ୟ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ କଲେ ରାଜ୍ୟ ସରକାର July 21, 2025 Nirvay ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ରାଜ୍ୟ ସରକାର । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି…
ରାଜନୀତି ରାଜ୍ୟ ୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ July 21, 2025 Nirvay ବାଲେଶ୍ୱର ସୌମ୍ୟାଶ୍ରୀ ଆତ୍ମାହୁତି, ନିମାପଡ଼ା ପୋଡ଼ି ଘଟଣା ତଥା ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଏବଂ ସରକାରଙ୍କ ନିରବତା ବିରୋଧରେ ପୁନଶ୍ଚ ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ କଡା ସମାଲୋଚନା…
ତାଜା ଖବର ରାଜ୍ୟ ଖୋଲା ପେଟ୍ରୋଲ୍ ବିକ୍ରି ଉପରେ ଲାଗିଲା କଟକଣା July 20, 2025 Papirani ଖୋଲା ପେଟ୍ରୋଲ୍ ବିକ୍ରି ଉପରେ ଲାଗିଲା କଟକଣା । ଆସନ୍ତାକାଲିଠାରୁ ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ । କେବଳ ପେଟ୍ରୋଲ୍ ପମ୍ପରେ ହିଁ ଗାଡ଼ିରେ ଭରାଯିବ ପେଟ୍ରୋଲ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ…
ତାଜା ଖବର ରାଜ୍ୟ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ରାଜ୍ୟ ସରକାରଙ୍କ ନାହିଁ କୌଣସି ନିୟନ୍ତ୍ରଣ: ସସ୍ମିତ ପାତ୍ର July 20, 2025 Papirani ରାଜ୍ୟରେ ମହିଳାମାନଙ୍କ ବିରୁଦ୍ଧରେ ବଢ଼ୁଥିବା ଅପରାଧ ପାଇଁ ଆଜି ବିଜୁ ଜନତା ଦଳ ସାଂସଦ ସସ୍ମିତ ପାତ୍ର ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାରଙ୍କୁ ସମାଲୋଚନା କରିଛନ୍ତି। ୨୧ ଜୁଲାଇ ଠାରୁ ଆରମ୍ଭ ହେଉଥିବା ସଂସଦ ମୌସୁମୀ ଅଧିବେଶନ ପୂର୍ବରୁ…
ତାଜା ଖବର ରାଜ୍ୟ ଆଜି ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ୨୦୨୫ ପରୀକ୍ଷା ସ୍ଥଗିତ July 20, 2025 Papirani ଓଟିଇଟି ୨୦୨୫ ପରୀକ୍ଷା ମଧ୍ୟରାତ୍ରରେ ସ୍ଥଗିତ ହୋଇଛି । ଆଜି ହେବାକୁଥିବା ଓଟିଇଟି ୨୦୨୫ ପରୀକ୍ଷକୁ ବୋର୍ଡ ସ୍ଥଗିତ କରିଛି । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଟିଇଟି ୨୦୨୫ ପରୀକ୍ଷା ସ୍ଥଗିତ କରିଛି। ପେପର୍-୧ ଓ ପେପର୍-୨…