Tag: Odisha

ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ନବୀନ

ଆଜି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ ହୋଇଥିବାବେଳେ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ଦେଶର ଯୁବବର୍ଗଙ୍କୁ ଚାକିରିର ଘୋର ଆବଶ୍ୟକତା ଥିବାବେଳେ ଏବଂ ଅତ୍ୟାବଶ୍ୟକ…

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ ଅଭୟ ନାୟକ

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ । ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଏସଆଇ ଅଭୟ ନାୟକଙ୍କୁ ଧରିଛି ଭିଜିଲାନ୍ସ । ନୀଳାଚଳ ଇସ୍ପାତ କାରଖାନା ଆଗରେ ଧରାପଡ଼ିଲେ ଲାଞ୍ଚୁଆ ଏସଆଇ । ସ୍ବାମୀ ସ୍ତ୍ରୀଙ୍କ ପାରିବାରିବ ବିବାଦର ସମାଧାନ…

ଭୁବନେଶ୍ୱର ରେ ଆରମ୍ଭ ହେଲା ତିନି ଦିନିଆ ମୟୂରଭଞ୍ଜ ଉତ୍ସଵ

ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜରେ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବାରିପଦାରେ 60 କୋଟି ଟଙ୍କା ବିନିଯୋଗରେ ବୁଢ଼ାବଳଙ୍ଗ ରିଭର୍ ଫ୍ରଣ୍ଟ ବିକଶିତ କରାଯିବ ମୟୂରଭଞ୍ଜ…

ଓଡ଼ିଶା ବିଧାନସଭା ନୂଆ ସଚିବ ହେଲେ ଆଇଏଏସ ସତ୍ୟବ୍ରତ ରାଉତ

ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ଶୁକ୍ରବାର ଦିନ ନିଯୁକ୍ତି ପ୍ରଦାନ କରାଯାଇଛି । ସତ୍ୟବ୍ରତଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାଉତ ଏବେ ପୂର୍ତ୍ତ…

ରାସନ କାର୍ଡ ହିତାଧିକାରୀଙ୍କୁ ସରକାରଙ୍କ ଆଶ୍ୱସ୍ତି; କମ୍‌ ଦରମା ଥିଲେ କଟିବନି ରାସନ କାର୍ଡ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । କମ୍‌ ଦରମା ଥିଲେ, କଣ୍ଟ୍ରାଚୁଆଲ ସରକାରୀ ଚାକିରି କରିଥିଲେ କିମ୍ବା କଣ୍ଟ୍ରାଚୁଆଲ ଚାକିରି କରି ୧୦ରୁ ୧୨ ହଜାର ପାଉଥିଲେ ରାସନ କାର୍ଡ କଟିବନି ବୋଲି…

ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ବଜେଟ…

ଠକ ଯୋଡ଼ି ହଂସିତା-ଅନୀଲ ମାମଲା; ମନୋଜ ଆଚାର୍ଯ୍ୟଙ୍କ ଜାମିନ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ଠକ ଯୋଡ଼ି ହଂସିତା-ଅନୀଲ ମାମଲାରେ ହଂସିତା ଅଭିଲିପ୍ସାଙ୍କ ତଥାକଥିତ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଜାମିନ ଆବେଦନ ହେଲା ଖାରଜ । ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଇନଫୋନସିଟି ଥାନା ମାମଲାରେ ଜାମିନ ଆବେଦନ କରିଥିଲେ…

କଟକ ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆସନ୍ତା ଫେବୃୟାରୀ ୯ରେ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଏଥିପାଇଁ ଆଜି କଟକ ବାରବାଟି ଷ୍ଟାଡିୟମରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୯ ତାରିଖରେ ହେବାକୁ ଥିବା ମ୍ୟାଚ୍ ପାଇଁ ପ୍ରସ୍ତୁତିକୁ ନେଇ…

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ଶ୍ରୀପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ମରାମତି କାର୍ଯ୍ୟ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ସୂଚନା ଦେଇଛନ୍ତି । ସେ…

ସ୍ଥାୟୀ ନିଯୁକ୍ତି ଦାବି କଲେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ

ସ୍ଥାୟୀ ନିଯୁକ୍ତି ଦାବିରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀମାନେ ଆସନ୍ତା ୨ ତାରିଖରୁ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଢ଼ କୋଟି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖିଥିବା ଆଜି…