ତାଜା ଖବର ରାଜ୍ୟ ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା; ଘୋଷଣା କଲେ ମୁଖ୍ୟମନ୍ତ୍ରୀ July 17, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ…
ତାଜା ଖବର ରାଜ୍ୟ ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ଘଟଣା: ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ July 17, 2025 Papirani ସମ୍ବଲପୁର ଗଙ୍ଗାଧର ମେହର ବିଶ୍ଵବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ମାମଲାରେ ଗିରଫ ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ । ଏଜୁକେସନ୍ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନା ନିଲମ୍ବିତ । ଭାରାପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ସହକାରୀ ଅଧ୍ୟାପକ ଗୋପିକାନ୍ତ ସୁନାଙ୍କୁ…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ ଆରମ୍ଭ ହେଲା ଜାତୀୟ ସୁଶାସନ ସମ୍ମିଳନୀ July 17, 2025 Papirani ଭୁବନେଶ୍ୱରରେ ଆରମ୍ଭ ହେଲା ୨ ଦିନିଆ ଜାତୀୟ ସୁଶାସନ ସମ୍ମିଳନୀ। ଲୋକସେବା ଭବନରେ ସମ୍ମିଳନୀକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ । ଏହି ସମ୍ମିଳନୀ ସାରା ଦେଶରୁ ୪…
ରାଜ୍ୟ ରବର ବୁଲେଟ୍କୁ ନେଇ ନବୀନଙ୍କ ମିଥ୍ୟା ନ୍ୟାରେଟିଭ କାହିଁକି ? July 17, 2025 Papirani ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ବୁଧବାର ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଥିଲା । କିଛି ବିଜଦ କର୍ମୀ ଏବଂ କିଛି ପୁଲିସ ଆହତ ହୋଇଛନ୍ତି । ଆଉ…
ରାଜନୀତି ରାଜ୍ୟ ଏଫ୍ଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ନେଇ ତଥ୍ୟ ରଖିଲେ ଅପରାଜିତା ଷଡ଼ଙ୍ଗୀ July 17, 2025 Nirvay ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ଗତକାଲି ବିଜେଡି ର ବାଲେଶ୍ୱର ବନ୍ଦ ସହ ଲୋକସେବା ଭବନ ଘେରାଉ ପରେ ଆଜି କଂଗ୍ରେସର ଓଡିଶା ବନ୍ଦ ଡାକରାକୁ ନେଇ ପ୍ରତିକ୍ରିୟା ରହିଛି ବିଜେପି । ଭୁବନେଶ୍ୱର…
ତାଜା ଖବର ରାଜ୍ୟ ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହି ସବୁ ପେଟ୍ରୋଲ ପମ୍ପ July 16, 2025 Papirani ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । କଂଗ୍ରେସର ଓଡ଼ିଶା ବନ୍ଦ ପାଳନକୁ ନଜରରେ ରଖି ନିଷ୍ପତ୍ତି । ଏ ନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ସେ କହିଛନ୍ତି…
ତାଜା ଖବର ରାଜ୍ୟ ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି July 16, 2025 Papirani ଜୁଲାଇ ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ । ଜନସାଧାରଣଙ୍କ ପାଇଁ ଅଶୋକ ନଗରର ୟୁନିଟ୍-II ରେ ପ୍ରତି ସୋମବାର ଖୋଲାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ୨୧ରେ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଜାରି…
ବ୍ୟବସାୟ ମମିତା-କୁନ୍ଦୁଲି-ଇତିଶ୍ରୀ କଥା ଭୁଲିଗଲାଣି ବିଜଦ ? July 16, 2025 Papirani ଇତିଶ୍ରୀ ପ୍ରଧାନ ବୋଲି ଜଣେ ଶିକ୍ଷୟତ୍ରୀ ଥିଲେ। ଶଙ୍ଖ ନେତାମାନେ ନିହାତି ନାଁ ଶୁଣିଥିବେ । ସେ ନିଜେ ଦିହରେ ନିଆଁ ଲଗାଇ ମରିନଥିଲେ। କେହି ଜଣେ ତାଙ୍କ ଦିହରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲା । ବିଚାରା ଇତିଶ୍ରୀ…
ରାଜନୀତି ରାଜ୍ୟ ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା July 16, 2025 Nirvay ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡି ର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟାର…
ରାଜନୀତି ରାଜ୍ୟ ସୌମ୍ୟାଶ୍ରୀଙ୍କ ପରିବାର ସହ କଥା ହେଲେ ରାହୁଲ; ଓଡ଼ିଶାରେ ଅଳକା ଲାମ୍ବା July 16, 2025 Nirvay ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କଥା ହୋଇଛନ୍ତି । ପ୍ରଭାରୀ ଅଜୟ କୁମାରଙ୍କ ଫୋନ କଲ ମାଧ୍ୟମରେ ଆଜି ସକାଳେ ସୌମ୍ୟାଶ୍ରୀଙ୍କ ବାପା ବଳରାମ ବିଶିଙ୍କ ସହ ରାହୁଲ ଗାନ୍ଧୀ କଥା ହୋଇ ସାନ୍ତ୍ୱନା…