Tag: Odisha

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କ ଗଣଦୁଷ୍କର୍ମ ଘଟଣା: ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ ନିନ୍ଦା କରିଛନ୍ତି । ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଥିବା ଡ୍ରୋନ୍ ଜବତ

ବେଆଇନ ଭାବେ ଶ୍ରୀମନ୍ଦିର ଉପରେ ଉଡ଼ିଥିବା ଡ୍ରୋନ୍ ଜବତ ହୋଇଛି । ଡ୍ରୋନ୍‌କୁ ଗୋଡ଼ାଇ ଗୋଡ଼ାଇ ପୁରୀ ଶନି ମନ୍ଦିର ଗଳିରୁ ସିଂହଦ୍ୱାର ପୋଲିସ ଡ୍ରୋନ ଜବତ କରିଛି ।ଡ୍ରୋନ ଉଡ଼ାଇଥିବା ଛତିଶଗଡର ଯୁବକ ଦୁର୍ଗାପ୍ରସାଦ ଯାଦବକୁ ପୋଲିସ ଅଟକ ରଖି…

ଆଜି ବର୍ଷାରେ ଭିଜିବ ଓଡ଼ିଶା

ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି…

ସାକ୍ଷୀଗୋପାଳରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ, ତାଙ୍କର ଜନ୍ମମାଟି ସୁଆଣ୍ଡୋ ଗ୍ରାମରେ ଉକ୍ରଳମଣିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବିଜୁ ଜନତା ଦଳ ତାର ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ଗାନ୍ଧୀ ଜୟନ୍ତୀରେ ଅର୍ଥାତ ଅକ୍ଟୋବର ୨…

ନୂଆପଡ଼ା ଉପନିର୍ବାଚନ ୨୦୨୫: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୁଡାନ୍ତ ଭୋଟର୍ ତାଲିକା ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ – ୭୧ ନୂଆପଡା, ୧୧ – କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ…

ଉଭୟ ପଡ଼ିଆରେ ହେବ ବାଲିଯାତ୍ରା

ଉପର ପଡ଼ିଆରେ ହେବ ଐତିହାସିକ ବାଲିଯାତ୍ରା। ଉପର ପଡ଼ିଆରେ ବାଲିଯାତ୍ରା ହେବାକୁ ନେଇ ମିଳିଲା ଅନୁମତି। ଏନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ। ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ…

ପ୍ରକାଶ ପାଇଲା ନୂଆପଡ଼ାର ଚୂଡ଼ାନ୍ତ ଭୋଟର ତାଲିକା

ପ୍ରକାଶ ପାଇଲା ନୂଆପଡ଼ା ବିଧାନସଭାର ଚୂଡ଼ାନ୍ତ ଭୋଟର ତାଲିକା । ଉପନିର୍ବାଚନକୁ ମାସେ ବାକି ଥିବାବେଳେ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ସବୁ ରାଜନୈତିକ ଦଳ ଉପସ୍ଥିତିରେ ତାଲିକା ପ୍ରକାଶ କଲେ ଜିଲ୍ଲାପାଳ…

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…

ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ମହେଶ ନିଆଲ

ନୂଆପଡା ଉପନିର୍ବାଚନ ପୂର୍ବରୁ ତୀବ୍ର ହୋଇଛି ରାଜନୈତିକ କସରତ । ଏହାରି ମଧ୍ୟ ବିଜେଡିକୁ ଲାଗିଛି ଶକ୍ତ ଝଟକା। ଶଙ୍ଖ ଛାଡିକି ହାତ ଧରିଲେ ମହେଶ ନିଆଲ । ଆଜି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି ନୂଆପଡା ବିଜ୍ଞାପିତ ଅଞ୍ଚଳ ପରିଷଦର…