Tag: Odisha

BJD Cross Voting: ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍

ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ରାଜ୍ୟସଭା ନିର୍ବାଚନରେ ଦଳର ନିଷ୍ପତ୍ତି ବିରୋଧରେ ଯାଇ ଭୋଟିଂ କରିଥିବା ୬ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ବିଜେଡ଼ି ସଭାପତି ତଥା ବିରୋଧୀ ଦଳ…

Odisha Workers Die in Kerala: କେରଳରେ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କେରଳର ମାଲ୍ଲାପୁରମରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । କୂଅରୁ ଛେଳିକୁ ଉଦ୍ଧାର କରିବାକୁ ଯାଇ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି । କୂଅ ପମ୍ପରୁ ବିଦ୍ୟୁତ ଆଘାତ ଲାଗି ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।…

Thunderstorms In Odisha: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା । ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଉତ୍ତର ଓ…

Elephants Died In Odisha: ରାଜ୍ୟରେ ବିଗତ ୨୦ ମାସ ମଧ୍ୟରେ ମରିଛନ୍ତି ୧୫୪ ହାତୀ: ଗଣେଶ ରାମ ସିଂ ଖୁଣ୍ଟିଆ

ଗତ ୨୦ ମାସ ମଧ୍ୟରେ ରାଜ୍ୟରେ ମାରିଛନ୍ତି ୧୫୪ ହାତୀ । ଏ ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ୨୦ ମାସ ମଧ୍ୟରେ ମାରିଥିବା…

Rajnath Singh’s Odisha visit: ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆୟୋଜିତ ସ୍ମୃତିସଭାରେ ଯୋଗ ଦେବା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭୁବନେଶ୍ଵର…

Rajya Sabha Cross Voting: ଗୋଟିଏ ପ୍ଲାଟଫର୍ମରେ ସାମିଲ୍‌ ହେବାକୁ ନିଲମ୍ବିତ ବିଧାୟକମାନଙ୍କୁ ମୋକିମ୍‌ଙ୍କ ଆହ୍ୱାନ

କଂଗ୍ରେସର ନିଲମ୍ବିତ ବିଧାୟକମାନଙ୍କୁ ମହମ୍ମଦ ମୋକିମ୍‌ ଏକତ୍ରିତ ହେବାକୁ ଆହ୍ୱାନ ଦେଇଛନ୍ତି । ସମସ୍ତେ ଏକତ୍ରିତ ହୋଇ ଓଡ଼ିଶା ଜନତା କଂଗ୍ରେସ ପାଇଁ କାମ କରିବାକୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି ଯେ କଂଗ୍ରେସ ଦଳ, ଝିଅ ସୋଫିଆ ଫିର୍ଦ୍ଦୋସକୁ…

Congress Cross Voting: ନିଲମ୍ବିତ ୩ ବିଧାୟକଙ୍କ ବିଧାନସଭା ଆସନ ବଦଳାଇବା ପାଇଁ ବାଚସ୍ପତିଙ୍କୁ ଚିଠି

କଂଗ୍ରେସ ଦଳରୁ ନିଲମ୍ବିତ ହୋଇଥିବା ତିନି ବିଧାୟକ ସୋଫିଆ ଫିର୍ଦ୍ଦୋଶ, ରମେଶ ଜେନା ଏବଂ ଦାଶରଥୀ ଗୋମାଙ୍ଗୋଙ୍କ ବଦଳିବ ବିଧାନସଭା ଆସନ । ଏ ନେଇ ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ୍‌ ।କ୍ରସ ଭୋଟିଂ…

SCB Fire Tragedy: ଏସସିବିରେ ଅଗ୍ନିକାଣ୍ଡ ଘଟଣା; ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକର ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ୟୁନିଟରେ ଅଗ୍ନିକାଣ୍ଡ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତକ ଅନୁଗୁଳ ବଅଁରପାଳର ସୁମନ କୁମାର…

Odisha Assembly: ଗୃହ ଆରମ୍ଭରୁ ବିରୋଧୀ ହଙ୍ଗାମା; ମଧ୍ୟାହ୍ନ ୧୨ ଟା ଯାଏ ଗୃହ ମୁଲତବୀ କଲେ ବାଚସ୍ପତି

ତିନି ଦିନର ପରେ ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଗୃହକାର୍ଯ୍ୟ ଆରମ୍ଭ ହୋଇଛି । କିନ୍ତୁ ଚାଲିପାରିଲାନି ବିଧାନସଭା। ପ୍ରବଳ ହୋହଲ୍ଲା ଓ ହଟ୍ଟଗୋଳରୁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଗୃହ ଆରମ୍ଭରୁ ବିରୋଧୀ ବିଜେଡି ଓ…

Rajya Sabha Polls: ୨୦୦୨ର ହେଲା ପୁନରାବୃତ୍ତି; ରାଜ୍ୟସଭାକୁ ନିର୍ବାଚିତ ହେଲେ ଦିଲ୍ଲୀପ ରାୟ

ଓଡ଼ିଶା ରାଜ୍ୟସଭା ନିର୍ବାଚନରେ ବିଜୟ ହାସଲ କରିଛନ୍ତି ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ। ହାରିଲେ ଦତ୍ତେଶ୍ବର ହୋତା । ଦୀର୍ଘ ବର୍ଷ ପରେ ଦିଲ୍ଲୀପ ରାୟ ପୁଣି ଥରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୦୨ ମସିହାରେ ଯେଭଳି ଭାବେ ଦିଲ୍ଲୀପ…