Tag: Odisha

ଅକ୍ଟୋବର ୨୧ ଯାଏଁ ବାଲେଶ୍ୱର ସହରରେ ଲାଗିଲା କର୍ଫ୍ୟୁ

କଟକ ପରେ ବାଲେଶ୍ୱର ସହରରେ ଲାଗିଲା କର୍ଫ୍ୟୁ । ଆଇନ୍ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବାଲେଶ୍ବର ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଆସନ୍ତା ୨୧ ତାରିଖ ଯାଏଁ ବାଲେଶ୍ବର ସହରରେ ରାତ୍ରିକାଳୀନ କଟକଣା ଲଗାଯାଇଛି । ଏହା ରାତି ୧୦ଟାରୁ ସକାଳ…

ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ପୀତବାସ ପଣ୍ଡା ମୃତ୍ୟୁ

ବ୍ରହ୍ମପୁରରେ ଗୁଳିମାଡ । ବ୍ରହ୍ମପୁର ସହରର ବ୍ରହ୍ମନଗର ଅଞ୍ଚଳରେ ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି ପ୍ରାୟ ୧୦ଟା ସମୟରେ ବାଇକ୍‌ରେ ଆସି…

ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ଫିଲଅପ୍‌ ତାରିଖ ଘୋଷଣା

ଯୁକ୍ତ ୨ ପରୀକ୍ଷା ଫର୍ମ ଫିଲଅପ୍‌ ନେଇ ତାରିଖ ଘୋଷଣା କଲା CHSE । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ଉଭୟ ରେଗୁଲାର୍ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ୨୦ରୁ…

Late Lulu Mahapatra: ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ନବମ ଶ୍ରାଦ୍ଧ ଦିବସ ପାଳିତ

ଓଡ଼ିଶାର ବିଶିଷ୍ଟ ରାଜନେତା ସ୍ଵର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନବମ ଶ୍ରାଦ୍ଧବାର୍ଷିକୀ ଭୁବନେଶ୍ୱରସ୍ଥିତ ଚେତନା କଲେଜ ଅଫ୍ ସ୍ପେଶାଲ୍ ଏଜୁକେସନ ଠାରେ ଆୟୋଜିତ ହୋଇଯାଇଛି। ଅମିୟ କୁମାର ଦାସ ଫାଉଣ୍ଡେସନ ଏବଂ କଳିଙ୍ଗ ଯୁବ ସେନାର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ…

ଆଜି ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା; ସାରା ଓଡିଶା ଉତ୍ସବମୁଖର

ଆଜି ପବିତ୍ର ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା । ଏହି ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । ସବୁଠି ଆଧ୍ୟାତ୍ମିକତାର ପରିବେଶ । ପୂର୍ଣ୍ଣ ଚନ୍ଦ୍ରର ଆଲୋକମାଳାରେ ଆଶିଷ ବାଢ଼ିବା ପାଇଁ…

କଟକ ଭସାଣି ସମୟରେ ଅଶାନ୍ତି ଘଟଣା: ୮ ଗିରଫ

କଟକ ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ଘଟଣାରେ ୮ ଜଣ ଗିରଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ । ସେ କହିଛନ୍ତି କଟକ ସହରରେ…

କଟକ ଗୋଷ୍ଠୀ ସଂଘର୍ଷ ଘଟଣାରେ ନିର୍ଦ୍ଦେଶାବଳୀ ଜାରି କରିଛି କମିଶନରେଟ ପୋଲିସ

କଟକ ସହରରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଉତ୍ତେଜନା, ହିଂସାତ୍ମକ ପରିସ୍ଥିତି ନେଇ କମିଶନରେଟ ପୋଲିସ ନିର୍ଦ୍ଦେଶାବଳୀ ଜାରି କରିଛି । କଟକରେ ହୋଇଥିବା ସମ୍ପ୍ରତି ଗୋଷ୍ଠୀ ସଂଘର୍ଷ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…

ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…

କଟକରେ ଇଣ୍ଟରନେଟ୍ ସେବା ବନ୍ଦ ହେବା ପରେ ୩୬ ଘଣ୍ଟା ପାଇଁ ଲାଗୁ ହେଲା କର୍ଫ୍ୟୁ

କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ । ଏ ନେଇ ସୂଚନା ଦେଉଛନ୍ତି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ । ଆଜି ରାତି ୧୦ଟାରୁ…

କଟକରେ କ୍ୟାମ୍ପ୍‌ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ୍ କରିଛନ୍ତି । ଏହା ସହ କଟକରେ ଉତ୍ତେଜନାକୁ ନିୟନ୍ତ୍ରଣ କରିବା ପାଇଁ କଟକରେ କ୍ୟାମ୍ପ୍‌ କରି…