ତାଜା ଖବର ରାଜ୍ୟ କଟକରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା October 5, 2025 Papirani କଟକ ସହରରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା । ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ ସେବା। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଲାଗିଲା କଟକଣା । ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍,…
ତାଜା ଖବର ରାଜ୍ୟ ଶହୀଦ ବାଜି ରାଉତ ଜନ୍ମ ଶତ ବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 5, 2025 Papirani ଢେଙ୍କାନାଳ ଭୁବନର ବାଜି ରାଉତଙ୍କ ଜନ୍ମସ୍ଥାନ ନୀଳକଣ୍ଠପୁର ଠାରେ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀଳକଣ୍ଠପୁର ଠାରେ ଆୟୋଜିତ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…
ତାଜା ଖବର ରାଜ୍ୟ ରାଇକିଆ ବ୍ଲକ ଅଧ୍ୟକ୍ଷ ପଦରୁ ହଟିଲେ ପ୍ରୀତମ୍ ଚନ୍ଦ୍ର ପ୍ରଧାନ October 5, 2025 Papirani ପଦରୁ ହଟିଲେ ରାଇକିଆ ଅଧ୍ୟକ୍ଷ । କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରିତମ ପ୍ରଧାନଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟରେ ସେ ତାଙ୍କର ପଦବୀ ହରାଇଛନ୍ତି । ଏ ନେଇ ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ଏହା…
ରାଜ୍ୟ ମାଷ୍ଟରମାଇଣ୍ଡକୁ ଛାଡ଼ି ପରୀକ୍ଷାର୍ଥୀଙ୍କ ପଛରେ କ୍ରାଇମ୍ବ୍ରାଞ୍ଚ ! October 5, 2025 Papirani ଓଡ଼ିଶାରେ ବ୍ୟାପମ୍ ! ପୁଲିସ ଏସ୍ଥାଇ ପରୀକ୍ଷା ସ୍କାମ୍ ଏହି ସନ୍ଦେହ ବଢ଼ାଇ ଦେଇଛି । ୯୩୩ଟି ଏସ୍ଆଇ ପଦବୀ ପୂରଣ ନିମନ୍ତେ ଯେଉଁ ଭୟଙ୍କର ସ୍କାମ୍ ସଂଗଠିନ ହୋଇଛି ସେଥିରେ କେବଳ ଚାକିରୀ ଆଶାୟୀ ଏବଂ ୬ ଜଣ ଦଲାଲ…
ରାଜ୍ୟ ଦଶହରା ଦୁର୍ଗା ମେଢ଼ ପାଇଁ ରାଜ୍ୟ ସରକାରଙ୍କ ୭ କୋଟିର ଭେଟି October 4, 2025 Nirvay ଚଳିତ ବର୍ଷ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମୁଦାୟ…
ରାଜ୍ୟ ଦଶହରା ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନବୀନଙ୍କ ଦୃଢ଼ ନିନ୍ଦା October 4, 2025 Nirvay ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର…
ରାଜ୍ୟ କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ; ଡିସିପିଙ୍କ ସମେତ ୬ ଆହତ October 4, 2025 Nirvay ଶୁକ୍ରବାର ଦିନ ବିଳମ୍ବିତ ରାତିରେ କଟକରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ଡିସିପି ଋଷିକେଷ ଖିଲାରୀ ଙ୍କ ସମେତ ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା…
ରାଜନୀତି ରାଜ୍ୟ ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ October 4, 2025 Nirvay ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…
ରାଜ୍ୟ ଗଜପତି ଭୂସ୍ଖଳନରେ ୨ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ October 3, 2025 Nirvay ଦୁଇ ଦିନ ଧରି ଲଗାଣ ବର୍ଷାରେ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…
ରାଜ୍ୟ ହୀରାକୁଦ ଜଳଭଣ୍ଡାରରେ ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ October 3, 2025 Nirvay କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାରଙ୍କ ପକ୍ଷରୁ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ସ୍ଥାପନ କରି ମାଛ ଚାଷ କରାଯିବାର ଆଧୁନିକ ପ୍ରଣାଳି ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି । ପ୍ରାୟ ୭କୋଟି…