Tag: Odisha

ନିଜ ଦୋଷ ଲୁଚାଇବାକୁ ବିଜେଡି ହୀନ ରାଜନୀତି କରୁଛି; ବଳଭଦ୍ର ମାଝି

ସରକାରରୁ ଚାଲିଗଲା ପରେ ଏବେ ବିଜେଡିର ନିଦ ଭାଙ୍ଗିଛି । ଗତ ୨୪ ବର୍ଷ ଧରି ପୋଲାଭରମ ପ୍ରକଳ୍ପ ପାଇଁ କୌଣସି ପଦକ୍ଷେପ ନନେଇ କୁମ୍ଭକର୍ଣ୍ଣ ନିଦ୍ରାରେ ବିଜେଡି ସରକାର ଶୋଇଥିଲା । ଏବେ ଚର୍ଚ୍ଚାରେ ରହିବା ପାଇଁ ଅଯଥାରେ ରାଜନୀତି…

ଗଭୀର ଅବପାତ ଯୋଗୁଁ ପ୍ରବଳ ବର୍ଷାରେ ହୋଇଥିବା କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା 

ଆଜି ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କ ରେ ସମୀକ୍ଷା କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗଭୀର ଅବପାତ ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି।…

ବର୍ଷା ପାଇଁ ୩ ଜିଲ୍ଲାରେ ସ୍କୁଲ ଛୁଟି

ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ମାଲକାନଗିରି ଓ କୋରାପୁଟରେ ସ୍କୁଲ ଛୁଟି ହୋଇଛି। ପ୍ରବଳ ବର୍ଷା ଯାଗୁଁ ୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସରକାରୀ,…

ନବରଙ୍ଗପୁରରେ ଝାଡ଼ାବାନ୍ତି ଆତଙ୍କ; ୧୫ ଦିନରେ ୩ ଜଣଙ୍କ ମୃତ୍ୟୁ

ନବରଙ୍ଗପୁରରେ ବ୍ୟାପୁଛି ଝାଡ଼ାବାନ୍ତି । ୧୫ ଦିନ ମଧ୍ୟରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଛି। ଅସ୍ବାସ୍ଥ୍ୟକର ପରିବେଶ ଓ ନଦୀନାଳ ପାଣିର ବ୍ୟବହାର ଯୋଗୁଁ ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି । ଖବର ପାଇ ସ୍ୱାସ୍ଥ୍ୟ ବିଭାଗ…

ବନ୍ଦ ଘରୁ ମିଳିଲା ଆଇନ ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ଅଧ୍ୟାପିକାଙ୍କ ମୃତଦେହ

ବନ୍ଦ ଘର ଭିତରୁ ଉଦ୍ଧାର ହେଲା କଟକ ସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ଅଧ୍ୟାପିକାଙ୍କ ମୃତ ଦେହ । କଟକ ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ଅଧ୍ୟାପିକା ହେଲେ ପଶ୍ଚିମବଙ୍ଗର ଅନନ୍ୟା…

ଆଜିଠୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠୁ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୧୩ ତାରିଖ ପର୍ଯ୍ୟନ୍ତ ଗଣନା କାର୍ଯ୍ୟ ଚାଲିବ। ସକାଳ ୬ଟାରୁ ୯ ଟା ଯାଏ ଗଣନା କରାଯିବ। ପକ୍ଷୀ ଗଣନା ପାଇଁ ୪ଟି ଟିମ୍…

ପଦ୍ମ ମୁହାଁ ହୋଇପାରନ୍ତି ସରୋଜିନୀ ହେମ୍ବ୍ରମ

ନିର୍ବାଚନ ପୂର୍ବରୁ ରାଜନେତାଙ୍କ ଦଳ ପରିବର୍ତ୍ତନ ସାଧାରଣ କଥା। ହେଲେ ଓଡ଼ିଶାରେ ସରକାର ବଦଳିବା ପରେ ଦଳ ଡିଆଁ ଅଧିକ ଦେଖାଦେଇଛି। ବିଜେପି ପ୍ରଥମ ସରକାର ଗଠନ କରିଥିବା ବେଳେ ବିରୋଧୀ ଦଳ ବିଜେଡିର ରାଜ୍ୟସଭା ସଦସ୍ୟ ଜଣଙ୍କ ପରେ ଜଣେ…

ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ବାହ୍ୟଜଗତରୁ ବିଚ୍ଛିନ୍ନ

ଲଘୁଚାପଜନିତ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ମାଲକାନଗିରି ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ଜିଲ୍ଲାର ପାଙ୍ଗମ, କାଙ୍ଗୁରୁକୋଣ୍ଡା, ପୋଟେରୁ, ଏମ ଭି-୭, କନ୍ୟାଶ୍ରମ, ଏମ ଭି- ୯୦ ଓ ଏମ ଭି-୯୬ ପୋଲ ଉପରେ ୪ରୁ ୫ ଫୁଟର…

ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ

ନୂଆଁଖାଇରେ ଚାଷୀ ଭାଇଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁର ଗସ୍ତ ଅବସରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କୃଷକମାନଙ୍କୁ ଉଦବୋଧନ ଦେଇଛନ୍ତି। ନୂଆଁଖାଇ ଅବସରରେ…