Tag: Odisha

ମାଲିରେ ଓଡ଼ିଆ ଯୁବକଙ୍କୁ ଅପହରଣ ଘଟଣା: ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପୃହତ ୩ ଜଣ ଭାରତୀୟ ନାଗରିକଙ୍କ ମଧ୍ୟରୁ ଜଣେ ଓଡ଼ିଆ ରହିଥିବା ସୂଚନା ମିଳିଛି । ଅପହୃତ ଯୁବକ ଜଣକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ ବୋଲି ଜଣା ପଡିଛି ।…

ଆଜି ବାହୁଡା ଯାତ୍ରା, ସରିଲା ପହଣ୍ଡି, ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ପବିତ୍ର ବାହୁଡ଼ା ଯାତ୍ରାରେ ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ । ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ…

ବାଟରେ ଖରାପ ହେଲା ୧୦୮ ଆମ୍ବୁଲାନ୍ସ, ଚାଲିଗଲା ଜୀବନ

ଗଞ୍ଜାମ ଜିଲ୍ଲାରେ ହୃଦୟ ବିଦାରକ ଦୃଶ୍ୟ । ଗଞ୍ଜାମ ଜିଲ୍ଲା, ଖଲ୍ଲିକୋଟ, ବିରିପୁରର ୧୯ ବର୍ଷୀୟ ଶଙ୍କର ମହାରଣା କାଲି ଘର ପାଖରେ କ୍ରିକେଟ୍ ଖେଳ ଦେଖୁଥିବା ବେଳେ, ପେଟରେ ଜୋରରେ ବଲ ବାଜିଥିଲା । ଶଙ୍କରକୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ…

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ୬ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଦୀର୍ଘଦିନ ଧରି ଲାଗି ରହିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି ।ଖୁବ୍ ଶୀଘ୍ର ରାଜ୍ୟ ଭାରତୀୟ ଜନତା ପାର୍ଟୀକୁ ମିଳିବ ନୂତନ ମଙ୍ଗୁଆଳ । ଏଥିପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି । ଜୁଲାଇ ମାସ ୮ ତାରିଖରେ ରାଜ୍ୟ ବିଜେପି…

ପୁରୀରେ ହେବ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଜଗନ୍ନାଥ ସଂସ୍କୃତି ଗବେଷଣା କେନ୍ଦ୍ର

ଲୀଳାମୟ ପ୍ରଭୁଙ୍କ ନବଦିନ ବ୍ୟାପୀ ଘୋଷଯାତ୍ରା ଜାରି ରହିଛି। ଠାକୁର ବାହୁଡିବା ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି। ସେବକ, ସେବାୟତ, କର୍ମଚାରୀ, ଅଧିକାରୀ ଏହି ବାହୁଡା ଯାତ୍ରାକୁ ସୁନ୍ଦର ସାବଲୀଳ କରିବା ପାଇଁ ସମସ୍ତେ ନିଜ ନିଜ କର୍ତ୍ତବ୍ୟ ସମର୍ପଣ ଭାବ ନେଇ…

ମିଳିବ ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା: ମନମୋହନ ସାମଲ

ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଦିଆଯିବା ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ଼ ଜମାକାରୀ ସମସ୍ତଙ୍କୁ ମିଳିବ ଟଙ୍କା । ମନରେ କୌଣସି ଦ୍ବନ୍ଦ୍ବ ରହିବା…

ପୁରୀରେ ହୋଇ ନ ପାରେ ବିମାନ ବନ୍ଦର; ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ

କିଛିଦିନ ତଳେ ଅନୁମତି ମିଳିଥିଲା ପୁରୀ ବିମାନ ବନ୍ଦରକୁ ଝଟକା । ପୁରୀରେ ହୋଇ ନ ପାରେ ବିମାନ ବନ୍ଦର । ଏ ନେଇ ଆପତ୍ତି ଉଠାଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ।ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି…

୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା…

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର…

ଜଗନ୍ନାଥ ପ୍ରଧାନଙ୍କ ଗିରଫ ପରେ ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ

ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଆନ୍ଦୋଳନ କରୁଥିବା ଓଏଏସ ସଂଘ ଆଜି ଆନ୍ଦୋଳନରୁ ଓହରିଛି । ଗୁରୁବାର ରାତିରେ ଘଟଣାର ସେମାନେ ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କହୁଥିବା ବିଜେପି ନେତା ଜଗନ୍ନାଥ…