Tag: Odisha

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ

ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ଗିରଫ ହୋଇଛନ୍ତି । ଆଜି DCP ଅଫିସରେ ପହଞ୍ଚି ବିଜେପି ନେତା ଜଗନ୍ନାଥ ପ୍ରଧାନ ଆତ୍ମସମର୍ପଣ କରିଥିବା କୁହାଯାଉଛି ।…

୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ବଡ଼ ଘୋଷଣା । ଆସନ୍ତାବର୍ଷ ଅର୍ଥାତ ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଏନେଇ ଦିଲ୍ଲୀରେ ବୈଠକ ବସିଥିଲା । ଦିଲ୍ଲୀରୁ…

କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ; ବିପୁଳ ମାଓ ସାମଗ୍ରୀ ଜବତ

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସଳାଗୁଡା କୁମ୍ମେମୋଲୁ ଜଙ୍ଗଲରୁ ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏହି ସର୍ଚ୍ଚ ଅପରେସନ ବେଳେ ସମ୍ପୃକ୍ତ ଜଙ୍ଗଲରୁ ୨ଟି ବନ୍ଧୁକ, ଜିଲୋଟିନ୍, ଡିଟୋନେଟର୍ ଆଦି ଜବତ…

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଜୁଲାଇ ୬ ତାରିଖ ଦିନ…

ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ” ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ IRC Village ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ ସାଂସ୍କୃତିକ ଭବନ” ଉଦଘାଟନ କରିବା ସହିତ ଏହି ସ୍ୱଳ୍ପ ରହଣି…

ରଥଯାତ୍ରା ଓ ବନ୍ୟା ପରିସ୍ଥିତିରେ ଧର୍ମଘଟ ସ୍ଥଗିତ ରଖି କାର୍ଯ୍ୟରେ ଯୋଗ ଦେବାକୁ ଓଏଏସ ସଂଘକୁ ମନ୍ତ୍ରୀଙ୍କ ଅନୁରୋଧ

ରାଜ୍ୟରେ ପ୍ରବଳ ବର୍ଷା ପରେ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଉପୁଜିଛି । ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ତେଣୁ ରଥଯାତ୍ରା ଓ ବନ୍ୟା ପରିସ୍ଥିତି କୁ ଦୃଷ୍ଟିରେ ରଖି କାର୍ଯ୍ୟରେ ଯୋଗ ଦେବାକୁ…

ଜଗନ୍ନାଥ ପ୍ରଧାନଙ୍କ ଗିରଫ ନେଇ ସରକାରଙ୍କୁ ୩ ଦିନର ମହଲତ ଦେଲା ଓଏଏସ ସଂଘ

ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ଘଟଣାର ତୀବ୍ର ପ୍ରତିବାଦ କରିଛି ଓଡିଶା ପ୍ରଶାସନିକ ସେବା ସଂଘ । ଏହାର ପ୍ରତିବାଦରେ ରାଜ୍ୟ ସରକାରଙ୍କୁ ତିନି ଦିନର ସମୟ ଦେଇଛି ଓଏଏସ ସଂଘ । ମାସ ମାସ…

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଦିଲେଶ୍ୱର ମାଝୀ

ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଦିଲେଶ୍ୱର ମାଝୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଟିଟିଲାଗଡ଼ରେ ଥିବା ଦିଲେଶ୍ଵର ମାଝୀଙ୍କ ସରକାରୀ ବାସଭବନ, ଅଫିସ ସମେତ ସମ୍ବଲପୁର, ବ୍ରଜରାଜନଗର,…

ଜଗନ୍ନାଥ ପ୍ରଧାନଙ୍କୁ ନେଇ ସସ୍ପେନ୍ସ ଜାରି

ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବା ଏବଂ ଦଳରୁ ବହିସ୍କୃତ ହେବା ନେଇ ସସପେନ୍ସ ଲାଗି ରହିଛି । ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର…

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…