Tag: Odisha

ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ

ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…

ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…

ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁ ହିତାଧିକାରୀ e-KYC କରି ନାହାନ୍ତି,…

ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବର୍ଷା ଋତୁ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଜୁଲାଇ ପହିଲାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ ରହିବ ଅଭୟାରଣ୍ୟ । ଏନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେବେ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…

ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ…

ପୁରୀ ଅଘଟଣ ଘଟଣା; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବା ସହିତ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ

ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ…

ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍‌ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଶାନ୍ତିପୂର୍ଣ୍ଣଭାବେ ଆନନ୍ଦ ଉତ୍ସାହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କିନ୍ତୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ଅଭ୍ୟାସଗତ ଭାବେ ମିଛ ରାଜନୀତି କରି ସ୍ୱାର୍ଥ ହାସଲ ପାଇଁ ମନଗଢ଼ା ବିବୃତି ଦେଉଛନ୍ତି । ଏହା ଅତ୍ୟନ୍ତ…

ପିପିଲିରେ ୩ ଯୁବତୀଙ୍କ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ତିନି ଜଣ ଯୁବତୀଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଲେଖାଏଁ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…