ତାଜା ଖବର ରାଜ୍ୟ ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା September 18, 2025 Papirani ରାଜଧାନୀରେ ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା । ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଗଣନା ଆରମ୍ଭ ହୋଇଛି । ଭୋର୍ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା ଗଣନା କାର୍ଯ୍ୟ । ୬୭ଟି ୱାର୍ଡରେ ଗଣନା କରାଯାଇଛି ।…
ରାଜ୍ୟ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ବସ୍ ସେବା ହେଲା ସମ୍ପୂର୍ଣ୍ଣ ମାଗଣା September 17, 2025 Nirvay ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଛାତ୍ରଛାତ୍ରୀଙ୍କ ପାଇଁ ବସ୍ରେ ଯିବାଆସିବା କରିବା ହେଲା ସମ୍ପୂର୍ଣ୍ଣ ମାଗଣା । ଆଇଡି କାର୍ଡ ଦେଖାଇ ଓ ୟୁନିଫର୍ମ ପିନ୍ଧି ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବସ୍ରେ ମାଗଣା ଯାଇପାରିବେ । ଛାତ୍ରଛାତ୍ରୀ ଯାଉଥିବା ରୁଟ୍…
ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସରେ ଓଡ଼ିଶାରେ ଲାଗିଲା ରେକର୍ଡ ସଂଖ୍ୟକ ୧,୪୯,୧୧,୩୩୯ ଗଛ September 17, 2025 Nirvay ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସରେ ସାରା ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୪୯,୧୧, ୩୩୯ ଟି ଗଛ ଲଗାଯାଇଛି । ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୫ ତମ ଜନ୍ମଦିନ ଅବସରରେ ଆଜିଠୁ ଆରମ୍ଭ ହେଲା ସେବାପକ୍ଷ September 17, 2025 Papirani ନିଜକୁ ପ୍ରଧାନସେବକ ଭାବେ ଅଭିହିତ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସମାଜର ଅବହେଳିତ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉତ୍ଥାନ ସହ ଦଳିତ, ଆଦିବାସୀ, ଚାଷୀ ଓ ମହିଳାମାନଙ୍କ ପାଇଁ ଅନେକ ଜନକଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରିଛନ୍ତି ।…
ତାଜା ଖବର ରାଜ୍ୟ କଳିଙ୍ଗା ଘାଟିରେ ଭୂସ୍ଖଳନ; ମରାମତି ପାଇଁ ଲାଗିବ ପ୍ରାୟ ୭ ଦିନ September 17, 2025 Papirani କଳିଙ୍ଗା ଘାଟି ଭୂସ୍ଖଳନ ଘଟଣା ମରାମତି ପାଇଁ ଲାଗିବ ପ୍ରାୟ ୭ ଦିନ । ବିରାଟ ବିରାଟ ପଥର ସବୁ ଖସି ରାସ୍ତା ପୁରା ବନ୍ଦ ହୋଇଯାଇଛି । କଳିଙ୍ଗାଘାଟି ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ସଂଯୋଗ କରୁଥିବା ଏକ ମାତ୍ର…
ତାଜା ଖବର ରାଜ୍ୟ କନଷ୍ଟେବଲ୍ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ସିନ୍ ରିକ୍ରିଏସନ୍; ମାଟିତଳୁ ବାହାରିଲା ମୃତଦେହ September 17, 2025 Papirani କନଷ୍ଟେବଲ୍ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ମାଟିତଳୁ ବାହାରିଲା ମୃତଦେହ । ଅଭିଯୁକ୍ତ ଦୀପକ ରାଉତକୁ ନେଇ କେନ୍ଦୁଝର ଘଟଗାଁରେ ମୃତଦେହ ପୋତାଯାଇଥିବା ସ୍ଥାନରେ କରାଯାଉଛି ସିନ୍ ରିକ୍ରିଏସନ୍ । ପ୍ରବଳ ବର୍ଷା ଭିତରେ ସିନ୍ ରିକ୍ରିଏସନ କରୁଛି ପୋଲିସ। ଅଖା…
ତାଜା ଖବର ରାଜ୍ୟ ଡିଜେ ଗାଡ଼ି ପାଇଁ ଲାଗିଲା କଟକଣା September 17, 2025 Papirani ଡିଜେ ଗାଡ଼ି ପାଇଁ କଟକଣା ଲଗାଇଲା ରାଜ୍ୟ ପରିବହନ ପ୍ରାଧିକରଣ(STA) । ବିନା ଅନୁମତିରେ ଡିଜେ ଗାଡ଼ିର ଢାଞ୍ଚା ପରିବର୍ତ୍ତନ ଉପରେ ଏସଟିଏ କଟକଣା ଲଗାଇଛି । ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି ହୋଇଛି ।ନିର୍ଦ୍ଧାରିତ ଆକାର, ଶବ୍ଦ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 17, 2025 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଉଛି । ମୋଦୀଙ୍କ ଜନ୍ମଦିନରେ ରାଜ୍ୟ ସ୍ତରୀୟ ‘ଏକ୍ ପେ ମାକେ ନାମ୍’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ଗଛ ଲଗାଇଲେ ସିଏମ୍ ।…
ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍ September 16, 2025 Nirvay ପୁରୀ ଜିଲ୍ଲା, ବ୍ରହ୍ମଗିରିର ପ୍ରସିଦ୍ଧ ବାଲିହରଚଣ୍ଡୀ ପର୍ଯ୍ୟଟନସ୍ଥଳୀ ନିକଟରେ ହୋଇଥିବା ଛାତ୍ରୀ ଗଣଧର୍ଷଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିବାସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସାରା ଓଡ଼ିଶାରେ ମହିଳାମାନଙ୍କ ପ୍ରତି ହେଉଥିବା…
ରାଜନୀତି ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣା: ୧୭ ତାରିଖରେ ରାଜ୍ୟବ୍ୟାପୀ ଏସପି ଅଫିସ୍ ଘେରିବ ବିଜେଡି September 16, 2025 Nirvay ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାରେ ୧୭ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାର ଏସ୍ପି ଅଫିସ ସମ୍ମୁଖରେ ଧାରଣା ଦେବ ବିଜୁ ମହିଳା ଜନତା ଦଳ । ବ୍ରହ୍ମଗିରିର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ପ୍ରେମିକକୁ ଗଛରେ ବାନ୍ଧି ତା…