Tag: Odisha

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ସମାରୋହ: ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ଜୁନ୍‌ ୨୦ ରେ ବିଜେପି…

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ୍; ଆୟକର ଠକେଇ ଅଭିଯୋଗରେ ଚଢ଼ାଉ

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ କିଶୋର ଦାସଙ୍କ ଘରେ ଆଇଟି ରେଡ୍ । ୨୦ରୁ ଅଧିକ ସ୍ଥାନରେ ଚଢ଼ାଉ କରିଛି ଆୟକର ବିଭାଗ। ନବଦାସଙ୍କର ଝାରସୁଗୁଡ଼ା, ସମ୍ବଲପୁର, ଭୁବନେଶ୍ବର ଓ ନୂଆଦିଲ୍ଲୀର ବିଭିନ୍ନ ସ୍ଥାନରେ ଆଇଟି ରେଡ୍ କରିଥିବା ଜଣାପଡିଛି। ଆୟକର…

ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ

ନବୀନଙ୍କ ଅସୁସ୍ଥତା ବିଷୟରେଜାଣିବା ପରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ…

କେନ୍ଦୁଝରରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ତେନ୍ତଳାପଶି ଗାଁରେ ଜଣେ ୧୭ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଭୟଙ୍କର ଗଣଦୁଷ୍କର୍ମ ଓ ନିର୍ମମ ହତ୍ୟା ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଆସାମୀ ମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ…

ପୁରୀରେ ବିଜେଡିର ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ

ପୁରୀ ଠାରେ ଆୟୋଜିତ ଏକ ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ବିଜୁ ଜନତା ଦଳର ଯୁବ ଛାତ୍ର ନେତୃମଣ୍ଡଳୀ ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ବିଫଳତାକୁ ନେଇ ବର୍ଷିଛନ୍ତି । ସରକାରଙ୍କ ଲମ୍ୱା ବିଫଳତା…

ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…

ପାଣିରୁ ବ୍ୟାପିଛି ଡାଇରିଆ!

ପାଣିରୁ ବ୍ୟାପିଛି ଡାଇରିଆ । ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ପାଇଥିବା ଜଣାପଡିଥିବା ବେଳେ ହଇଜା ସ୍ଥିତିକୁ ନେଇ କେନ୍ଦ୍ରୀୟ ଟିମ୍ ସହ ଲୋକସେବା ଭବନରେ ସ୍ୱାସ୍ଥ୍ୟବିଭାଗର ବୈଠକ ଆରମ୍ଭ ହୋଇଛି । ଏଥିସହ ସ୍ଥିତି…

କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ବିଜେପି ସରକାରଙ୍କ ବିରୋଧରେ ଗର୍ଜିଲା ବିରୋଧୀ ଦଳ ।ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ । ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମହିଳାମାନେ ଅସୁରକ୍ଷିତ ହୋଇଯାଇଛନ୍ତି ବୋଲି କହିଛି…

ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ…

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ମୃତ୍ୟୁ; ଦୋକାନ ସିଲ୍ କଲା ଅବକାରୀ ବିଭାଗ

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ଯୁବକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର କଟକ ପୁରୀ ରୋଡ୍‌ ଷ୍ଟେସନ ବଜାରରେ ଥିବା ଏକ ଠିପି ବନ୍ଦ ବିଦେଶୀ ମଦ ଦୋକାନରେ ଅପମିଶ୍ରଣ ମଦ ବିକ୍ରି ଅଭିଯୋଗ ହେବା ପରେ…