Tag: Odisha

ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ…

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ମୃତ୍ୟୁ; ଦୋକାନ ସିଲ୍ କଲା ଅବକାରୀ ବିଭାଗ

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ଯୁବକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର କଟକ ପୁରୀ ରୋଡ୍‌ ଷ୍ଟେସନ ବଜାରରେ ଥିବା ଏକ ଠିପି ବନ୍ଦ ବିଦେଶୀ ମଦ ଦୋକାନରେ ଅପମିଶ୍ରଣ ମଦ ବିକ୍ରି ଅଭିଯୋଗ ହେବା ପରେ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୧୦ ଜଣ ଗିରଫ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ଏହାର ତଦନ୍ତ କରିବା ପାଇଁ ପୋଲିସ ଡିଜି ୱାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ…

ପୁରୀ ରଥଯାତ୍ରା ପାଇଁ ନବୀନ ପଟ୍ଟନାୟକଙ୍କୁ ଛତିଶା ନିଯୋଗ ସେବାୟତଙ୍କ ଆମନ୍ତ୍ରଣ

ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…

ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା; ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଘଟଣାର ଦୃଢ଼ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ହସ୍ତକ୍ଷେପ କଲା ଜାତୀୟ ମହିଳା କମିଶନ । ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ । ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ। ଅନ୍ୟପଟେ ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ କେମିତି…

ରାଜ୍ୟରେ ଡାଇରିଆ ନେଇ ସବୁ ଜିଲ୍ଲାକୁ ଜାରି ହେଲା ଆଲର୍ଟ

ରାଜ୍ୟରେ ଝାଡ଼ାବାନ୍ତି ଡ଼ର । ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥୀ ଏସଙ୍କ ସୂଚନା । ସେ କହିଛନ୍ତି ୫ ଜିଲା ନୁହେଁ ସବୁ ଜିଲ୍ଲା ଆଲର୍ଟ…

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ 

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବୈଠକ; ବିମାନବନ୍ଦରରୁ ଜନତା ମୈଦାନ ରୋଡ ସୋ

ଜୁନ୍‌ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର; ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା…