Tag: Odisha

ନଭେମ୍ବର ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

ନଭେମ୍ବର ଶେଷ ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ…

ଗତକାଲି ରାଜଧାନୀରେ ବୋମାମାଡ଼ ଘଟଣା; ମୁଖ୍ୟ ଅଭିଯୁକ୍ତ ସମେତ ୨ଜଣ ଅଟକ

ଗତକାଲି ସହିଦନଗର ୱିନର କ୍ଳବ ସମ୍ମୁଖରେ ହୋଇଥିବା ବୋମାମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ କାହ୍ନା ଓରଫ ବିଶ୍ୱରଞ୍ଜନ ବିଶ୍ଵାଳ ସମେତ ଦୁଇଜଣଙ୍କୁ ଅଟକ ରଖିଛି ପୋଲିସ । ଏହା ସହ ଫେରାର ଥିବା ଅନ୍ୟ ସହଯୋଗୀ ମାନଙ୍କୁ ଚିହ୍ନଟ କରି ପୋଲିସ…

ଆସନ୍ତା ୬ ତାରିଖ ଦିନ ପଦ୍ମ ଧରିବେ ସୁନନ୍ଦା ଦାସ

ଆସନ୍ତା ୬ ତାରିଖରେ ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ବିଜେପି ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବା ନେଇ ସୂଚନା ଦେଲେ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ । ସୂଚନା ଯୋଗ୍ୟ; ୨୦୧୯ରେ ବିଜେଡି…

ସୁଭଦ୍ରା ଯୋଜନାରେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କ ପାଇଁ ଆସିବ ଗାଇଡ଼ ଲାଇନ; ଉପମୁଖ୍ୟମନ୍ତ୍ରୀ

‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା। ସେ କହିଛନ୍ତି, ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ପର୍ଯ୍ୟାୟର ଟଙ୍କା ମିଳିବ। କିନ୍ତୁ ଏହା ପୂର୍ବରୁ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ। ବାଦ୍‌ ପଡ଼ିଥିବା…

ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ ଲାଗିଲା କଟକଣା

ଆଜିଠୁ ମେ ୩୧ ପର୍ଯ୍ୟନ୍ତ ୭ ମାସ ମାଛଧରା ଉପରେ କଟକଣା ଜାରି କଲେ ସରକାର। ଏହି ସମୟରେ ଦୂର ସମୁଦ୍ରରୁ କୂଳକୁ ଆସୁଛନ୍ତି ଅଣ୍ଡା ଦାନ କରିବାକୁ ଲକ୍ଷ୍ୟ ଲକ୍ଷ୍ୟ ଅଲିଭ ରିଡଲେ କଇଁଛ ସେଥିପାଇଁ ସେମାନଙ୍କ ସୁରକ୍ଷାକୁ ପ୍ରାଧାନ୍ୟ…

ପରକୀୟାରୁ ୫ ଜଣଙ୍କୁ ହତ୍ୟା ଘଟଣା; ୧୩ ଅଟକ

ଗତକାଲି ସୁନ୍ଦରଗଡ଼ ଜିଲ୍ଲା କରମଡିହି ଗୀତାପଡ଼ାରେ ପରକୀୟାରୁ ହୋଇଥିବା ୫ ଜଣଙ୍କୁ ହତ୍ୟା ଘଟଣାରେ ଅନୁଗୁଳ ବଅଁରପାଳରୁ ୧୩ ଜଣଙ୍କୁ ଉଠାଇ ଆଣିଲା ପୋଲିସ । ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ହୋଇଥିଲା ଗଣହତ୍ୟା । ଏହି ମାମଲାରେ ୧୩…

ଆଜି ପବିତ୍ର ଦୀପାବଳି : ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଲୋକର ପର୍ବ ‘ଦୀପାବଳି’ । ଆଜି ଏହି ପବିତ୍ର ଦୀପାବଳିରେ ଗାଁଠୁ ସହର ଉତ୍ସବମୁଖର। ଏହି ଅବସରରେ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଦୀପାବଳି ଅବସରରେ ଅଭିନନ୍ଦନ…

ଆଜିଠାରୁ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ଭାରତୀୟ ଜନତା ପାର୍ଟି ଏକ ରାଷ୍ଟ୍ରୀୟ ପାର୍ଟି । ଜାତୀୟତାବାଦ, ଦେଶ ଭକ୍ତି, ରାଷ୍ଟ୍ରୀୟ ଚେତନାକୁ ଜାଗ୍ରତ କରୁଥିବା ଏହି ଦଳର ବିଚାରଧାରା ହିଁ ଅନ୍ୟ ରାଜନୈତିକ ଦଳଠାରୁ ଭିନ୍ନ ପରିଚୟ ଦେଇଥାଏ । ଭାରତୀୟ ଜନତା ପାର୍ଟିର ମୂଳ ମନ୍ତ୍ର…

ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତକାଳୀନ ଅଧିବେଶନ

ଆସନ୍ତା ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଏ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଚଳିତ ଶୀତ…

ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ମିଳିବ ‘ସୁଭଦ୍ରା’ ଟଙ୍କା

ଖୁବ୍‌ ଶୀଘ୍ର ଆସିବାକୁ ଯାଉଛି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି । ପ୍ରଥମ କିସ୍ତିର ପ୍ରଥମ ଏବଂ ଦ୍ଵିତୀୟ…