Tag: Odisha

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା ଥିବ କିମ୍ବା ସମକକ୍ଷ…

ଢେଙ୍କାନାଳରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…

ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ

କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…

ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ

ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨୦୧୧ ମସିହାର ଆଇଏଏସ ଅଧିକାରୀ ଆଶିଷ ଠାକରେ । ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି । ଏହି…

କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର; ଘର ଭୁଶୁଡ଼ି ଚାପି ହୋଇଗଲେ ୩ ଶ୍ରମିକ

ରାଜଧାନୀରେ ବଦଳିଲା ପାଗ । ରାଜଧାନୀର ବିଭିନ୍ନ ସ୍ଥାନରେ ହଠାତ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଭୁବନେଶ୍ୱରର ପୋଖରୀପୁଟ ଅଞ୍ଚଳରେ ଥିବା ଲିଙ୍ଗରାଜ ବିହାରରେ…

ପରିବର୍ତ୍ତନ ହେଲା ପୁରୀ-ରାଉରକେଲା ବନ୍ଦେ ଭାରତ ସାପ୍ତାହିକ ବନ୍ଦ ଦିବସ

ପରିବର୍ତ୍ତନ ହେଲା ବନ୍ଦେ ଭାରତର ବନ୍ଦ ରହିବା ସାପ୍ତାହିକ ବନ୍ଦ ଦିବସ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଏଣିକି ଶନିବାର ବଦଳରେ ମଙ୍ଗଳବାର ବନ୍ଦ ରହିବ । ଆସନ୍ତା ୭ ତାରିଖ ଶନିବାର ଠାରୁ ପ୍ରତି ଶନିବାର ପୁରୀ-ରାଉରକେଲା-ପୁରୀ ବନ୍ଦେ…

ଦେବଗଡ଼କୁ ୨୦୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା…

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିବେ । ଜୁନ ୭ ବଦଳି ଆବେଦନର…

ବର୍ତ୍ତମାନ ବଢିବ ନାହିଁ କ୍ଷୀର ମୂଲ୍ୟ: ଓମଫେଡ

ଗ୍ରାହକଙ୍କ ପାଇଁ ଖୁସି ଖବର। ବର୍ତ୍ତମାନ ବଢିବ ନାହିଁ କ୍ଷୀର ମୂଲ୍ୟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍ ୧୩ ତାରିଖରୁ ଓଡ଼ିଶା ରାଜ୍ୟ ସମବାୟ କ୍ଷୀର ଉତ୍ପାଦକ ମହାସଂଘ (OMFED) କ୍ଷୀର ମୂଲ୍ୟ ଲିଟର ପିଛା ୪ ଟଙ୍କା…