Tag: Odisha

ବଲାଙ୍ଗିର ସାମ୍ବାଦିକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ମିଳିଲା ଜାମିନ୍‌

କାର୍ଯ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ଘଟଣାକୁ ରାଜ୍ୟବ୍ୟାପୀ ତୀବ୍ର ନିନ୍ଦା କରାଯାଇଥିବାବେଳେ ଆଜି ବଲାଙ୍ଗିର SDJM କୋର୍ଟରୁ ସମସ୍ତ ୪ ଜଣଙ୍କୁ ଜାମିନ୍ ମିଳିଛି । ମୁଖ୍ୟ ଅଭିଯୁକ୍ତ ଗଜେନ୍ଦ୍ର ଦଳାଇଙ୍କୁ ମାତ୍ର ୨ ଦିନରେ ଜାମିନ୍ ମିଳିଛି ।…

ବଦଳିବ ମାଷ୍ଟର କ୍ୟାଣ୍ଟିନ୍ ନାଁ; ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ

ବଦଳିବ ମାଷ୍ଟର କ୍ୟାଣ୍ଟିନ୍ ନାଁ । ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଣ୍ଟିନ୍ ନାଁ ବଦଳରେ ଓଡ଼ିଆ ଅସ୍ମିତାକୁ ବହନ କରୁଥିବା ନାଁ ରଖାଯିବ । ଏଥି ସହିତ ଇଂରେଜ ଅମଳରୁ ଥିବା ନାଁ ଗୁଡ଼ିକ ବଦଳାଇ ଓଡ଼ିଆ ନାଁ…

ସ୍ୱାଭାବିକ ହେଲା ଶ୍ରୀଲିଙ୍ଗରାଜ ମନ୍ଦିରର ନୀତିକାନ୍ତି

ତୁଟିଲା ସେବାୟତ ବିବାଦ । ପ୍ରଶାସନର ହସ୍ତକ୍ଷେପ ପରେ ସ୍ୱାଭାବିକ ହେଲା ଶ୍ରୀଲିଙ୍ଗରାଜ ମନ୍ଦିରର ନୀତିକାନ୍ତି । ବିନା ମଙ୍ଗଳ ଆଳତିରେ ସାହାଣ ମେଲା ଦର୍ଶନକୁ ନେଇ ବିବାଦ ହୋଇ ନୀତିକାନ୍ତି ବନ୍ଦ ଥିଲା । ମହାସ୍ନାନ ପରେ ପୁଣି ମହାପ୍ରଭୁଙ୍କ…

ଆଜି ପବିତ୍ର ଶୀତଳ ଷଷ୍ଠୀ; ମାତା ପାର୍ବତୀଙ୍କ ହାତ ଧରିବେ ମହାଦେବ

ଆଜି ପବିତ୍ର ଶୀତଳଷଷ୍ଠୀ । ଉତ୍ସବ ମୁଖର ସମ୍ବଲପୁର ସହର । ଦେବ ଦେବ ମହାଦେବଙ୍କ ବିବାହ । ଆଜି ବିଳମ୍ବିତ ରାତିରେ ଜଗତ ଜନନୀ ମା ପାର୍ବତୀଙ୍କ ହାତ ଧରିବେ ଦେବ ଦେବ ମହାଦେବ । ସେଥିପାଇଁ ଚଳ ଚଞ୍ଚଳ…

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼ ଟାଉନ ଥାନାର ବାରମାସି ଦଣ୍ଡାସ୍ଥିତ ଘର ଭିତରୁ ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜର ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ପୋଡ଼ା ମୃତଦେହ ଜବତ ହୋଇଛି । ତେବେ ଏହା ହତ୍ୟା ନାଁ ଆତ୍ମହତ୍ୟା କାରଣ ସ୍ପଷ୍ଟ ହୋଇନାହିଁ । ବିଳମ୍ବିତ…

କଟକରେ ଦ୍ଵିତୀୟ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ପରେ କଟକରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା…

ବଲାଙ୍ଗିରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ନିଜ ଆଡୁ ଡିଜିପିଙ୍କୁ ନୋଟିସ୍ କଲେ NHRC

ବଲାଙ୍ଗିରରେ ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ ନିଜ ଆଡୁ ମାମଲା ଗ୍ରହଣ କରି ନୋଟିସ୍ କଲେ NHRC । ମାମଲା ଗ୍ରହଣ ସହ ଡିଜିପିଙ୍କୁ ନୋଟିସ୍ କଲେ NHRC । ୨ ସପ୍ତାହ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ…

କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀ ଭୁବନେଶ୍ୱର, ଖୋର୍ଦ୍ଧା ପରେ ଏବେ କଟକରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧ ପାଉଥିବା ବେଳେ ଓଡ଼ିଶାକୁ ଫେରିଛି କରୋନା । ଏଯାବତ ୫ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଆକ୍ରାନ୍ତଙ୍କୁ ମିଶାଇ ୬ଜଣ…

କଟକ-ଭୁବନେଶ୍ୱର ଡ୍ରେନେଜ୍‍ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାପଡ଼ିଛି ଯେ, ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର…

ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି

ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…