ରାଜ୍ୟ କଟକ-ଭୁବନେଶ୍ୱର ଡ୍ରେନେଜ୍ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା May 29, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାପଡ଼ିଛି ଯେ, ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର…
ରାଜନୀତି ରାଜ୍ୟ ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି May 29, 2025 Nirvay ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…
ରାଜ୍ୟ ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି ଡାଇରେକ୍ଟର May 29, 2025 Nirvay ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି କଲେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଓଡ଼ିଶା ଶାଖା ସିବିଆଇ ହାତରେ ଧରାପଡ଼ିଲେ । ସୂଚନା ଅନୁଯାୟୀ ୨୦୧୩ ବ୍ୟାଚର IRS ଅଫିସର ଚିନ୍ତନ…
ରାଜ୍ୟ ଗଜପତିରେ ଆଉ ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ May 29, 2025 Nirvay ହୋମଗାର୍ଡ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି । ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଆଉ ଜଣେ ଆଶାୟୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ ପାଡ଼ାଲ । ଶାରୀରିକ…
ତାଜା ଖବର ରାଜ୍ୟ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫; ଯୋଗ ଦେଲେ ୨୫ଟି ରାଜ୍ୟର ଲକ୍ଷପତି ଦିଦି May 29, 2025 Papirani ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ…
ତାଜା ଖବର ରାଜ୍ୟ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ May 29, 2025 Papirani ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ଦୀଘା ଠାରୁ ୧୧୦ କି.ମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା…
ତାଜା ଖବର ରାଜ୍ୟ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 29, 2025 Papirani ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ…
ତାଜା ଖବର ରାଜ୍ୟ ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ; ଦୁଃଖ ପ୍ରକାଶ କରିବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 29, 2025 Papirani ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ…
ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା May 28, 2025 Nirvay କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା । ୨୦୦୫ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ…
ରାଜ୍ୟ ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ May 28, 2025 Nirvay ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…