Tag: Odisha

ସୁନ୍ଦରଗଡ଼ରେ ଲଜ୍ଜା: ୧୪ବର୍ଷର ନାବାଳିକାକୁ ଅପହରଣ କରି ଜଙ୍ଗଲରେ ଦୁଷ୍କର୍ମ

ସୁନ୍ଦରଗଡରେ ପୁଣି ଲଜ୍ଜାଜନକ ଘଟଣା ଘଟିଛି । ୧୪ବର୍ଷର ନାବାଳିକାକୁ ଅପହରଣ କରି ଜଙ୍ଗଲରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୫ ତାରିଖ ରାତି ୧୦ଟା ସମୟରେ ବାଇକରେ ଅପହରଣ କରି କୁଆଁରମୁଣ୍ଡା ନିକଟସ୍ଥ ଜଙ୍ଗଲରେ ଦୁଷ୍କର୍ମ କରାଯାଇଥିବା…

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ସାଧାରଣତଃ ଜୁନରେ ମୌସୁମୀ ଓଡ଼ିଶା ଛୁଇଁଥାଏ । ଦୀର୍ଘ…

ରାଜ୍ୟରେ ଚିହ୍ନଟ ହେଲେ ୫ ଜଣ କୋଭିଡ୍‌ ଆକ୍ରାନ୍ତ

ଦିନକୁ ଦିନ ରାଜ୍ୟରେ ବଢ଼ିବାକୁ ଲାଗିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଓଡ଼ିଶାରେ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ଯରେ ୪ ଜଣ ପୁରୁଷ ଓ ଜଣେ…

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ୍ ବୋମା ବିସ୍ଫୋରଣର ଘଟଣା: ମଧ୍ୟାହ୍ନ ପରେ ଆସିବ ଫଇସଲା

ଦୀର୍ଘ ସାତ ବର୍ଷ ପରେ ଆଜି ପାର୍ସଲ ବୋମା ବିସ୍ଫୋରଣର ଶୁଣାଣି କରିବେ ପାଟଣାଗଡ଼ ଏଡିଜେ କୋର୍ଟ। ବହୁଚର୍ଚ୍ଚିତ ବଲଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆଜି ଆସିବ ରାୟ । ଏହି ଘଟଣାରେ ଅଭିଯୁକ୍ତକୁ ମଧ୍ୟ ଗିରଫ…

ପ୍ରେସ୍‌ କାଉନସିଲ୍‌ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର

ପ୍ରେସ୍‌ କାଉନସିଲ ଅଫ୍‌ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି । ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରେସ୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ପିସିଆଇ)ର ସଦସ୍ୟ…

ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା…

୨୧ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ

ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି । ଏହି ବିଚାରପତିମାନଙ୍କ ମଧ୍ୟରୁ ଚାରି ଜଣ ବର୍ତ୍ତମାନ ଆଲାହାବାଦ ହାଇକୋର୍ଟରେ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ଖବର ସଂଗ୍ରହବେଳେ ବଲାଙ୍ଗିର ଜିଲ୍ଲା, ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଆଜି ଗିରଫ ହୋଇଛି । ଏନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ…

ଗେଡ଼ା ଲୋକ

ଆଉ ୧୫ ଦିନ ପରେ ଓଡ଼ିଶାର ଭାଜପା ସରକାର ବର୍ଷେ ପୂରଣ କରିବ । ୨୪ ବର୍ଷର ଗୋଟିଏ ସରକାରକୁ ୫ ଥର ସୁଯୋଗ ଦେବା ପରେ, ୨୦୨୪ରେ ଓଡ଼ିଶାର ଲୋକେ ତାକୁ ହଟାଇ ଦେଲେ । ବିଜୁ ଜନତା ଦଳ…

ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗ; ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ: କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାରେ ବେଆଇନ ଭାବେ ରହୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବିଦା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ସମୟରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଦେଶର…